Posted inଜାତୀୟ

ଖୁବଶୀଘ୍ର କଂଗ୍ରେସରେ ବିଲୟ ହେବ ବିଆରଏସ୍‌, ତେଲଙ୍ଗାନା ବିଧାୟକଙ୍କ ବଡ ଦାବି

ନୂଆଦିଲ୍ଲୀ,୧୨।୭: ତେଲଙ୍ଗାନା କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦାନମ ନାଗେନ୍ଦ୍ର ଭାରତ ରାଷ୍ଟ୍ର ସମିତି (ବିଆରଏସ) ଦଳ ବିଷୟରେ ଏକ ବଡ଼ ତଥ୍ୟ ଦେଇଛନ୍ତି। ଦେଶର ସର୍ବ ପୁରାତନ ଦଳ କଂଗ୍ରେସ ସହିତ ବିଆରଏସ ଖୁବ ଶୀଘ୍ର ମିଶ୍ରଣ ହେବ ବୋଲି ନାଗେନ୍ଦ୍ର କହିଛନ୍ତି। ସେ ଦାବି କରିଛନ୍ତି ଯେ କେ ଚନ୍ଦ୍ରଶେଖର ରାଓଙ୍କ ଦଳର ଅନେକ ନେତା ଆଗାମୀ ଦିନରେ ଦଳବଦଳ କରିବାକୁ ପ୍ରସ୍ତୁତ ଅଛନ୍ତି। କଂଗ୍ରେସ ନେତା କହିଛନ୍ତି ଯେ ଆସନ୍ତା ଦୁଇ ଦିନ ମଧ୍ୟରେ ପ୍ରାୟ ୬ଜଣ ବିଧାୟକ ଯୋଗଦେବେ ଏବଂ ଆସନ୍ତା ୧୫ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ବିଆରଏସ କଂଗ୍ରେସ ସହିତ ମିଶ୍ରଣ ହେବ। କେବଳ ତିନି କିମ୍ବା ଚାରିଜଣ ବିଧାୟକ କେସିଆରଙ୍କ ସହିତ ରହିବେ।

ସୂଚନାଯୋଗ୍ୟ, ଚଳିତ ବର୍ଷ ମାର୍ଚ୍ଚରେ ହୋଇଥିବା ଲୋକ ସଭା ନିର୍ବାଚନ ପୂର୍ବରୁ ଦାନମ ନାଗେନ୍ଦ୍ର ନିଜେ ବିଆରଏସ ଛାଡି ତେଲଙ୍ଗାନାରେ କଂଗ୍ରେସରେ ଯୋଗ ଦେଇଥିଲେ। ସେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ମିଳିତ ଆନ୍ଧ୍ରପ୍ରଦେଶରେ କଂଗ୍ରେସ ସରକାରରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ୨୦୧୮ରେ ସେ ଟିଆରଏସ (ବର୍ତ୍ତମାନ ବିଆରଏସ) ରେ ଯୋଗ ଦେଇଥିଲେ ଏବଂ ଖଇରାବାଦରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri