Posted inଜାତୀୟ

ତେଲେଙ୍ଗାନାରେ ଇଞ୍ଜିନିୟରିଂ ଛାତ୍ରୀଙ୍କ ଆତ୍ମହତ୍ୟା

ହାଇଦ୍ରାବାଦ୍‌, ୨୭।୨: ତେଲଙ୍ଗାନା ଓ୍ବାରାଙ୍ଗାଲର ଜଣେ ଇଞ୍ଜିନିୟରିଂ ଛାତ୍ରୀ ରବିବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୁରୁଷ ବନ୍ଧୁ ମୃତାଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଆଉ କେତେଜଣ ବନ୍ଧୁଙ୍କ ସହ ଶେୟାର କରିବାକୁ ନେଇ ସେ ଆତ୍ମହତ୍ୟା କରିଥିବା ପୋଲିସ କହିଛି। ଛାତ୍ରୀଙ୍କୁ ସେ ଭଲପାଉଥିଲେ। କିନ୍ତୁ ଛାତ୍ରୀଜଣକ ଅନ୍ୟଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ସହ ପ୍ରେମ ସମ୍ପର୍କରେ ଆସିଥିଲେ। ଏହାକୁ ନେଇ ଛାତ୍ରୀ ଓ ତାଙ୍କୁ ପ୍ରେମ କରୁଥିବା ବନ୍ଧୁଙ୍କ ମଧ୍ୟରେ ଦୂରତା ବଢ଼ିଥିଲା। ପରେ ଛାତ୍ରୀଙ୍କ ବନ୍ଧୁ ସେମାନଙ୍କର କିଛି ଆପତ୍ତିଜନକ ଫଟୋ ଅନ୍ୟ ବନ୍ଧୁଙ୍କୁ ଶେୟାର କରିଥିଲେ। ଏ କଥା ଜାଣିବା ପରେ ଛାତ୍ରୀ ରବିବାର ସନ୍ଧ୍ୟାରେ ଜଣେ ସମ୍ପର୍କୀୟଙ୍କ ଘରକୁ ଯାଇ ଆତ୍ମହତ୍ୟା କରିଥିଲେ। ଛାତ୍ରୀଙ୍କ ଘରଲୋକଙ୍କ ଅଭିଯୋଗକ୍ରମେ ପୋଲିସ ଦୁଇଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରଖେ ହରି ମାରେ କିଏ…

ମୁମ୍ବାଇ,୧୮।୫: ବାତ୍ୟା ତାଉକ୍‌ତାଏ ମହାରାଷ୍ଟ୍ର ଓ ଗୁଜରାଟରେ ତାଣ୍ଡବ ରଚିଛି। ଦୁଇ ରାଜ୍ୟରେ ବହୁ ମାତ୍ରାରେ ବାତ୍ୟା କ୍ଷୟକ୍ଷତି ଘଟାଇଥିବା ବେଳେ ଅନେକଙ୍କ ଜୀବନ ହାନି...

ମୁଁ ଆର୍‌ଟିପିସିଆର ଟେଷ୍ଟ କରିବିନି କହିଲେ ଯୁବତୀ, ଷ୍ଟେଶନରେ କଲେ ଏମିତି ହଙ୍ଗାମା; ଭିଡିଓ ଭାଇରାଲ

ଜୟପୁର,୨୧।୪: ପୋଲିସ ସହ ସାଧାରଣ ଜନତାଙ୍କ ଯୁକ୍ତିତର୍କ, ମାଡ଼ପିଟ୍‌ ହେଉଥିବାର ଭିଡିଓ ପ୍ରତିଦିନ ଭାଇରାଲ ହେଉଛି। କିଛିଦିନ ତଳେ ଦିଲ୍ଲୀର ଏକ ଦମ୍ପତି ମାସ୍କ ପିନ୍ଧି...

ଆଇନ ଅନୁଯାୟୀ ପ୍ରାସଙ୍ଗିକ ସମୟରେ ଧର୍ମ ଗୁରୁତ୍ୱପୂର୍ଣ୍ଣ, ଅନ୍ୟଥା ଭାରତ ଧର୍ମନିରପେକ୍ଷ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୮।୧ : ସୁପ୍ରିମକୋର୍ଟ କହିଛନ୍ତି ଯେ ଆମ ଦେଶରେ ଧର୍ମ ଯେତେବେଳେ ଆଇନ ଅନୁଯାୟୀ ପ୍ରାସଙ୍ଗିକ ହୋଇଥାଏ ସେତେବେଳେ ଏହା ଗୁରୁତ୍ୱପୂର୍ଣ୍ଣ। ନଚେତ ଭାରତ ସବୁ...

ରାମସେତୁକୁ ଜାତୀୟ ଐତିହ୍ୟ ଘୋଷଣା ନେଇ ପ୍ରକ୍ରିୟା ଜାରି ରହିଛି, ସୁପ୍ରିମ୍‌ କୋର୍ଟରେ କେନ୍ଦ୍ରର ଜବାବ..

ନୂଆଦିଲ୍ଲୀ,୧୯।୧ : କେନ୍ଦ୍ର ସରକାର ସୁପ୍ରିମ୍‌କୋର୍ଟରେ କହିଛନ୍ତି ଯେ,ରାମସେତୁକୁ ଜାତୀୟ ଐତିହ୍ୟ ଘୋଷଣା ନେଇ ପ୍ରକ୍ରିୟା ଜାରି ରହିଛି। ଏହା ଉପରେ ବିଚାର ବିମର୍ଷ କରାଯାଉଛି।...

ରାଜ୍ୟରେ ବାହାର ଲୋକଙ୍କୁ ମିଳିବନି ନିଯୁକ୍ତି ସୁଯୋଗ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୋପାଳ, ୧୮।୮: ଏଣିକି ମଧ୍ୟପ୍ରଦେଶରେ ରାଜ୍ୟ ବାହାରର ଲୋକଙ୍କୁ ନିଯୁକ୍ତି ମିଳିବନି। କେବଳ ରାଜ୍ୟର ବାସିନ୍ଦାଙ୍କୁ ହିଁ ସରକାରୀ ଚାକିରୀ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ...

ଶିବସେନାକୁ ସମର୍ଥନ ଦେବନି କଂଗ୍ରେସ

ମୁମ୍ବାଇ, ୫ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଢ଼ିବା ଲାଗି ଶିବସେନାକୁ ସମର୍ଥନ ଦେବାକୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ମନା କରିଦେଇଛନ୍ତି। ରାଜ୍ୟରେ ସରକାର ଗଠନ...

ଜନ ଧନ ଆକାଉଣ୍ଟ ସଂଖ୍ୟା ୪୦ କୋଟି ଟପିଲା, ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ, ୩।୮: ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା(ପିଏମ୍‌ଜେଡିଓ୍ବାଇ)ଅଧୀନରେ ୪୦ କୋଟିରୁ ଅଧିକ ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇଛି। ଏହି ଯୋଜନା ୬ ବର୍ଷ ପୂର୍ବରୁ ଆରମ୍ଭ ହୋଇଥିଲା।...

କବର ଖୋଳିବା ମନ୍ତବ୍ୟକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୋଦି

ଶିଲଂ,୨୫।୨: ମୋଦିଙ୍କ କବର ଖୋଳିବୁ ବୋଲି କହିଥିବା ବିରୋଧୀ ଦଳ କଂଗ୍ରେସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଡ଼ା ଜବାବ ଦେଇଛନ୍ତି। କବର ଖୋଳିବା ମନ୍ତବ୍ୟର ଜବାବର...

Advertisement
Archives

Model This Week