Posted inଜାତୀୟ

Video: ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଲିରେ ଟାୱାର ଉପରକୁ ଚଢ଼ିଗଲେ ମହିଳା, ପ୍ରଧାନମନ୍ତ୍ରୀ କହିଲେ-”ଝିଅ ତଳକୁ ଆସ”

ନୂଆଦିଲ୍ଲୀ, ୧୧।୧୧: ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ଏବେ ସମସ୍ତ ଦଳ ପ୍ରଚାର ଜୋରଦାର ଚଳାଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲିକୁ ସମ୍ବୋଧନ କରୁଥିବା ସମୟରେ ଜଣେ ମହିଳା ଏପରି କିଛି କରିଥିଲେ ଯେଉଁଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ତୁରନ୍ତ ହସ୍ତକ୍ଷେପ କରିବାକୁ ପଡିଥିଲା। ମହିଳା ଜଣକ ନିଜର ସମସ୍ୟା ପ୍ରଧାନମନ୍ତ୍ରୀଙ୍କୁ ଜଣାଇବା ପାଇଁ ତାଙ୍କ ନଜରେ ଆସିବାକୁ ଚାହୁଁଥିଲେ, ଯେଉଁ କାରଣରୁ ସେ ଏହି କାର୍ଯ୍ୟ କରିଥିଲେ।

ତେବେ ଏହି ଘଟଣା ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିରେ କରିଥିଲା ଏବଂ ସେ ସମ୍ପୃକ୍ତ ମହିଳାଙ୍କୁ ତୁରନ୍ତ ଓହ୍ଲାଇ ଆସିବାକୁ କହିଥିଲେ। ଏହି ସମୟର ଭିଡିଓ ବର୍ତ୍ତମାନ ସାମାଜିକ ଗଣମାଧ୍ୟମରେ ଘୁଲରି ବୁଲୁଛି। ପ୍ରଧାନମନ୍ତ୍ରୀ କହିଥିଲେ କି “ଝିଅ, ତଳକୁ ଓଲ୍ହାଇ ଆସନ୍ତୁ ଆମେ ଆପଣଙ୍କ ସହ ଅଛୁ। ଏହି ତାରର ଅବସ୍ଥା ଭଲ ନୁହେଁ। ସର୍ଟ ସର୍କିଟ ହୋଇପାରେ। ଏହା କାହାକୁ ଲାଭ ଦେବ ନାହିଁ। ମୁଁ ଆପଣଙ୍କ ପାଇଁ ଆସିଛି। ମୁଁ ଆପଣଙ୍କ କଥା ଶୁଣିବି।” ପ୍ରଧାନମନ୍ତ୍ରୀ ମହିଳା ଜଣଙ୍କର ସମସ୍ୟାର ସମାଧାନ କରିବେ ପାଇଁ ଆଶ୍ୱାସନା ଦେବା ପରେ ମହିଳା ଜଣକ ରାଜି ହୋଇଥିଲେ ଆଉ ତଳକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ବାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ବାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?