Posted inଫୁରସତ

ସୂଚନାର ମାଧ୍ୟମ ପାଲଟିଛି ଟିଭି

ପରିବର୍ତ୍ତିତ ପୃଥିବୀ ସହିତ ସୂଚନା ଏବଂ ମନୋରଞ୍ଜନର ମାଧ୍ୟମରେ ପରିବର୍ତ୍ତନ ହେବାରେ ଲାଗିଛି। ଏପରିସ୍ଥଳେ ସାମ୍ପ୍ରତିକ ସମାଜରେ ଟେଲିଭିଜନ ଘରେ ଘରେ ସୂଚନା ପହଞ୍ଚାଇବା ସହିତ ସହଜ ମନୋରଞ୍ଜନର ଏକ ମାଧ୍ୟମ ପାଲଟିଛି। ଟେଲିଭିଜନର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ନଭେମ୍ବର ୨୧ରେ ବିଶ୍ୱ ଟେଲିଭିଜନ ଦିବସ ପାଳନ କରାଯାଇଥାଏ।
୧୯୯୬ ନଭେମ୍ବର ୨୧ରେ ମିଳିତ ଜାତିସଂଘ ପକ୍ଷରୁ ପ୍ରଥମ ବିଶ୍ୱ ଟେଲିଭିଜନ ଫୋରମ ଅନୁଷ୍ଠିତ ହୋଇଥିଲା।
ସେବେଠାରୁ ସମାଜରେ ଟେଲିଭିଜନର ଗୁରୁତ୍ୱ ଉପଲବ୍ଧି କରିବା ଲାଗି ବିଶ୍ୱ ଟେଲିଭିଜନ ଦିବସ ପାଳିତ ହୋଇ ଆସୁଛି।
ସୂଚନା, ଚ୍ୟାନେଲିଂ ଏବଂ ଜନମତକୁ ପ୍ରଭାବିତ କରିବାରେ ଟେଲିଭିଜନ ହେଉଛି ଏକ ପ୍ରମୁଖ ସ୍ବୀକୃତିପ୍ରାପ୍ତ ମାଧ୍ୟମ। ତେବେ କିଭଳି ନକାରାତ୍ମକ ଅବା ଭ୍ରାନ୍ତ ସୂଚନା ଦ୍ୱାରା ସମାଜକୁ ବାଟବଣା ନ କରାଯିବ ତାହା ଏହି ଦିବସ ପାଳନର ମୁଖ୍ୟ ଲକ୍ଷ୍ୟ।
ସତ୍ୟ ସୂଚନା ପ୍ରସାରଣ ଉପରେ ଏହି ଦିବସ ପାଳନ ଅବସରରେ ଗୁରୁତ୍ୱାରୋପ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri