ପ୍ରପୋଜ୍‌ ଡେ’ରେ ସାଥୀଙ୍କୁ ଏମିତି କୁହନ୍ତୁ ମନକଥା, ନଚେତ୍‌ ହୋଇଯିବେ ହାତଛଡ଼ା

ବର୍ତ୍ତମାନ ଭାଲେଣ୍ଟାଇନ୍‌ ଓ୍ବିକ୍‌ ବା ପ୍ରେମ ସପ୍ତାହ ଚାଲିଛି। ଫେବୃୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଏହି ସପ୍ତାହକୁ ଯୁବପିଢ଼ି ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ରୋଜ୍‌ ଡେ’କୁ ପ୍ରେମର ପ୍ରଥମ ଦିନ କୁହାଯାଉଥିବା ବେଳେ ଦ୍ୱିତୀୟ ଦିନକୁ ପ୍ରପୋଜ୍‌ ଡେ’ ଭାବେ ପାଳନ କରାଯାଏ। କାହାକୁ ମନେ ମନେ ପ୍ରେମ କରିବା ବା ଭଲ ପାଇବା ସହଜ ମାତ୍ର ଏହାକୁ ପରିପ୍ରକାଶ କରିବା ବହୁ ମୁସ୍କିଲ୍‌। ଯଦି କାହାକୁ ପ୍ରପୋଜ କରିବାକୁ ଚାହୁଁଥା’ନ୍ତି ତେବେ କିଛି ରୋମାଣ୍ଟିକ୍‌ ଟିପ୍ସ ଜାଣିରଖିବା ନିହାତି ଜରୁରୀ। ନଚେତ୍‌ ମନ ଚାହୁଁଥିବା ସାଥୀ ହାତଛଡ଼ା ହୋଇଯିବେ।

– ଯେଉଁ ରାସ୍ତା ଦେଇ ଆପଣଙ୍କ ମନର ମଣିଷ ଯିବା ଆସିବା କରୁଥା’ନ୍ତି ସେହି ରାସ୍ତାରେ କିଛି ପ୍ରେମଭରା କଥା ଲେଖି ପତ୍ରଟିଏ ପକାଇ ଦିଅନ୍ତୁ। ଯେମିତି ସେ ଆପଣଙ୍କ ପ୍ରତି ଆକର୍ଷିତ ହେବେ।

– ଆଜିକାଲି ତ ଡିଜିଟାଲ ଯୁଗ। ସାଥୀଙ୍କୁ ସାମ୍ନା କରିବାକୁ ଯଦି ସତ୍‌ସାହସ ହେଉନି ତେବେ ହ୍ବାଟ୍‌ସଆପ୍‌, ଫେସ୍‌ବୁକ୍‌ ମାଧ୍ୟମରେ ମଧ୍ୟ ଏକ ଛୋଟିଆ ଏସ୍‌ଏମ୍‌ସଟି ପଠାଇ ମନର କଥା ପରିପ୍ରକାଶ କରନ୍ତୁ।

– ମନ ଚାହୁଁଥିବା ସାଥୀଙ୍କୁ ଯଦି କୌଣସି ଉପହାର ପସନ୍ଦ ତେବେ ତାଙ୍କୁ ଦେବାକୁ ଆଦୌ ଭୁଲନ୍ତୁ ନାହିଁ।

– ସର୍‌ପ୍ରାଇଜ୍‌ ପ୍ଲାନିଂ କରି ପ୍ରେମିକା ବା ପ୍ରେମିକ କେଉଁଆଡ଼େ ବୁଲି ଆସନ୍ତୁ। ସୁଯୋଗ ଦେଖି ମନର କଥା ପ୍ରକାଶ କରିଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri