Posted inଜାତୀୟ

ହିମାଳୟରେ ତରଳିବ ୮୫ ପ୍ରତିଶତ ବରଫ!

ଶ୍ରୀନଗର,୭।୮: ଜଳବାୟୁ ପରିବର୍ତ୍ତନ କାରଣରୁ ଏବେ ଜମ୍ମୁ-କଶ୍ମୀର ଓ ଲଦ୍ଦାଖରେ ଏହାର ପ୍ରଭାବ ଅନୁଭୁତ ହେବାକୁ ଯାଉଛି। ଏବେକାର ଜଳବାୟୁକୁ ଦେଖି ବିଶେଷଜ୍ଞମାନେ ଏହି ଅନୁମାନ ଲଗାଇଛନ୍ତି। ଯଦି ଏହା ଅପରିବର୍ତ୍ତିତ ରହିଲା ତେବେ ୨୧୦୦ ମସିହା ବେଳକୁ ଜମ୍ମୁ-କଶ୍ମୀର ଓ ଲଦ୍ଦାଖର ତାପମାତ୍ରା ୬.୯ ଡିଗ୍ରୀ ବୃଦ୍ଧି ପାଇବ। ‘କ୍ଲାଇମେଟ ଚେଞ୍ଜ’ ପତ୍ରିକାରେ ୨୯ ଜୁଲାଇରେ ପ୍ରକାଶିତ ଏକ ଅଧ୍ୟୟନରେ ଗ୍ରୀନ୍‌ ହାଉସ୍‌ ଗ୍ୟାସ ଉତ୍ସର୍ଗର ୩ ଭିନ୍ନ ଭିନ୍ନ ପରିଦୃଶ୍ୟର ୧୧ଟି ମଡେଲକୁ ନେଇ ବିଶ୍ଳେଷଣ କରାଯାଇଥିଲା। ଅନ୍ୟପଟେ କଶ୍ମୀର ବିଶ୍ୱିଦ୍ୟାଳୟର ଅନୁସନ୍ଧାନ ବିଭାଗର ଡିନ୍‌ ପ୍ରଫେସର ସକିଲ ଅହମ୍ମଦ ରୋମସୁ କହିଛନ୍ତି, ଏହି ଅଧ୍ୟୟନ ସମ୍ପୂର୍ଣ୍ଣ ଭାବେ ଜମ୍ମୁ-କଶ୍ମୀର ଅଞ୍ଚଳକୁ ନେଇ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?