ପୁଣି କଲବଲ କରିବ ଶୀତ, ପାରଦ ହ୍ରାସ ସାଙ୍ଗକୁ…

ଭୁବନେଶ୍ବର,୬।୧: ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଖସିଲା ରାତି ତାପମାତ୍ରା । ରାଜ୍ୟରେ ଅନେକ ସ୍ଥାନରେ ପାରଦ ହ୍ରାସ ପାଇଛି । ବିଭିନ୍ନ ସ୍ଥାନରେ ୨ରୁ ୪ ଡିଗ୍ରୀ ଯାଏଁ ପାରଦ କମିଥିବା ବେଳେ ଭୁବନେଶ୍ବରରେ ୨ ଡିଗ୍ରୀ ପର୍ଯ୍ୟନ୍ତ ଖସିଲା ତାପମାତ୍ରା । କିଛି ଦିନ ହେବ ଭୁବନେଶ୍ବର କୁହୁଡି ଆସ୍ତରଣ ଭିତରେ ରହିଥିବା ବେଳେ ଆଜି ସକାଳୁ ପାରଦ ହ୍ରାସ ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଥଣ୍ଡା ପବନ । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଶୀତ ଲହରି  ଜାରି ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri