ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ପ୍ରଦାନ କରିଛନ୍ତି । ଫଳରେ ଶିମିଳିପାଳ ସଂଲଗ୍ନ ଜନବସତି ସମେତ ଜିଲାବ୍ୟାପି ଶୀତ ଅସମ୍ଭାଳ କରିଦେଇଛି ।

ସେହିପରି ଶିମିଳିପାଳ ଅଭୟାରଣ୍ୟର ଚହଲାରେ ୫ଡିଗ୍ରୀ, ଗୁଡୁଗୁଡିଆରେ ୮ଡିଗ୍ରୀ, ବରେହିପାଣି ଓ ନଅଁଣାରେ ୯ଡିଗ୍ରୀ, ରାମତୀର୍ଥରେ ୧୩ଡିଗ୍ରୀ, ସାତକୋଶିଆରେ ଏବଂ କିଆଝରୀରେ ୧୪ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଜିଲାର ୨୬ଟି ବ୍ଲକ ମଧ୍ୟରୁ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୭ଡିଗ୍ରୀ ପାଖାପାଖି ରହୁଛି । ଅବାଧ ଗଛକଟା ଓ ଖଣିଖନନ ଯୋଗୁଁ ଏହାର ପ୍ରଭାବ ଜିଲାବାସୀଙ୍କ ଉପରେ ପଡୁଛି । ଯାହାକୁ ନେଇ ଶୀତ ଦିନେ ପ୍ରବଳ ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କହୁକହୁ କହିଦେଲେ ଟ୍ରମ୍ପ, ‘ମୁଁ ନର୍କକୁ ଯିବାକୁ ଚାହେଁନି, ସ୍ୱର୍ଗକୁ ଯିବି’

ଓ୍ବାଶିଂଟନ,୯।୧୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାକ୍ଷାତକାର ଏବେ ଚର୍ଚ୍ଚାରେ ରହିଛି । ସାମ୍ବାଦିକ ରସ୍‌ ଡାଉଥାଟ୍‌ଙ୍କ ସହ ଆଲୋଚନା ବେଳେ ଜୀବନ ଓ ମୃତ୍ୟୁକୁ…

ଦିନେ ଗୀତ ଗାଇବାକୁ କରୁଥଲା ଲାଜ…ସଙ୍ଗୀତ ଦୁନିଆରେ ପାଦ ଥାପିଲେ ସୋନୁ ନିଗମଙ୍କ ପୁଅ

ପ୍ରଶଂସକଙ୍କ ସହ ଖୁସି ଖବର ବାଣ୍ଟିଛନ୍ତି ବଲିଉଡ୍‌ର ଲୋକପ୍ରିୟ ଗାୟକ ସୋନୁ ନିଗମ। ତାଙ୍କ ୧୯ ବର୍ଷୀୟ ପୁଅ ନିଭାନ ନିଗମ ସଙ୍ଗୀତ ଦୁନିଆରେ ନିଜର ଯାତ୍ରା…

୧୫ ବର୍ଷରେ ବି ଅଣ୍ଡର-୧୯ ଏସିଆ କପରୁ ବାଦ୍‌ ପଡ଼ିଲେ ବୈଭବ! BCCIର ନିୟମ ହେଲା ବାଧକ

ନୂଆଦିଲ୍ଲୀ, ୯।୧୧: ଏସିସି ମେନ୍ସ ଅଣ୍ଡର-୧୯ ଏସିଆ କପରେ ପାକିସ୍ତାନ ବିପକ୍ଷରେ ଭାରତୀୟ ଅଣ୍ଡର-୧୯ କ୍ରିକେଟ ଟିମକୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଏହି ପରାଜୟ ପରେ…

ଜାଣନ୍ତି କି ବିସ୍କୁଟ୍‌ରେ କାହିଁକି ଥାଏ ଛୋଟଛୋଟ ରନ୍ଧ୍ର

ପ୍ରାୟତଃ ଜଳଖିଆରେ ବିସ୍କୁଟ ଖାଉଥିବେ। ଆଜିକାଲି ବିସ୍କୁଟ ଅନେକ ଡିଜାଇନରେ ଆସୁଛି। ଏହି ଡିଜାଇନ ବ୍ୟତୀତ ଏଥିରେ ଛୋଟ ହୋଲ୍‌ ବା ରନ୍ଧ୍ର ମଧ୍ୟ ଅଛି। କେବେ…

ବିରାଟ କୋହଲିଙ୍କୁ ନେଇ ବଡ଼ ଖୁଲାସା କଲେ ପୂର୍ବତନ କୋଚ୍, ତାଙ୍କୁ ଡରନ୍ତି….

ନୂଆଦିଲ୍ଲୀ,୯।୧୧: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ବ୍ୟାଟର୍‌ ବିରାଟ କୋହଲିଙ୍କୁ ନେଇ ଏକ ରୋଚକ ଘଟଣା ସାମ୍ନାକୁ ଆଣିଛନ୍ତି ଟିମ୍‌ ଇଣ୍ଡିଆର ପୂର୍ବତନ ଆସିଷ୍ଟାଣ୍ଟ କୋଚ୍‌ ରାୟନ…

ଦେବଗଡ଼ରେ ଚାଞ୍ଚଲ୍ୟ; ଘରେ ଏକୁଟିଆ ଥିବା ବେଳେ ୫ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର

ଦେବଗଡ,୯।୧୧(ଶଶାଙ୍କ ଶେଖର ଝାଙ୍କର୍): ୫ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଶିଶୁକନ୍ୟାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଦେବଗଡ ସହର…

ଇତିହାସରେ ଲିପିବଦ୍ଧ ହୋଇଛି ମୁଶଫିକର ରହିମଙ୍କ ନାମ; ଟେଷ୍ଟ କ୍ରିକେଟରେ ଏମିତି କରିବାରେ ହେଲେ ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୯।୧୧: ମୁଶଫିକର ରହିମ ଟେଷ୍ଟ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି; ସେ ଟେଷ୍ଟ ଫର୍ମାଟରେ ୭,୦୦୦ ରନ ପୂରଣ କରିବାରେ ପ୍ରଥମ ବାଂଲାଦେଶୀ ବ୍ୟାଟର ହୋଇପାରିଛନ୍ତି। ୱେଷ୍ଟଇଣ୍ଡିଜ…

କେବଳ ଅଧିନାୟକ ନୁହେଁ, କୋଚ ମଧ୍ୟ ବଦଳିବେ କି? ତୃତୀୟ ଦିନିକିଆ ପରେ ଟିମ ଇଣ୍ଡିଆରେ ହେବାକୁ ଯାଉଛି ବଡ଼ ଧରଣର ପରିବର୍ତ୍ତନ

ନୂଆଦିଲ୍ଲୀ,୯।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ନଭେମ୍ବର ୧୦ ମଙ୍ଗଳବାର ଦିନ ଖେଳାଯିବ। ଏହି ମ୍ୟାଚ ପରେ ଭାରତୀୟ ଦଳରେ କିଛି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?