କିଛିଦିନର ଆଶ୍ୱସ୍ତି ପରେ ପୁଣି ଫେରିଲା ତାତି: ୧୦ ପରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର,୩ା୬: କିଛିଦିନର ଆଶ୍ୱସ୍ତି ପରେ ପୁଣି ଫେରିଛି ତାତି। ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ବାୟୁମଣ୍ଡଳରେ ଆର୍ଦ୍ରତା ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ସେପଟେ ଏବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗୁଆ ଓଡ଼ିଶା ଛୁଇଁଥିଲେ ମଧ୍ୟ ରାଜ୍ୟକୁ ପଶ୍ଚିମା ଶୁଷ୍କ ପବନ ବହିବା ଫଳରେ ମୌସୁମୀଜନିତ ବର୍ଷାରେ ବ୍ରେକ୍‌ ଲାଗିଛି। ଫଳରେ ତାପମାତ୍ରା ବଢ଼ିଚାଲିଛି।

ସ୍ନାନପୂର୍ଣ୍ଣମୀ ପର୍ଯ୍ୟନ୍ତ ଏଭଳି ଗରମ ଗୁଳୁଗୁଳି ଲାଗିରହିବ। ଦିନରେ ତାପମାତ୍ରା ୪୦ରୁ ୪୧ ଡିଗ୍ରୀ ଯାଏ ପହଞ୍ଚିବ। ତେବେ ୧୦ ତାରିଖ ପରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୪ରୁ ୫ଇନଶ ଦିନ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ମୃତ୍ୟୁପରେ ପ୍ରଥମ ଥର ମୁହଁ ଖୋଲିଲେ ଲବ: କହୁକହୁ କହିଦେଲେ …

ଭୁବନେଶ୍ୱର,୨୫।୬: ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା ବାନ୍ଧବୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦ ଘେରକୁ ଆସିଥିଲେ। ବିପାଦ ପରେ ପ୍ରଥମ ଥର ସେ ମୁହଁ ଖୋଲିଛନ୍ତି। ।...

ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶ୍ୱନାଥ ନିଲାନମ୍ବର୍‌ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ...

୪୦୦ କେ.ଜି. ୟୁରାନିୟମ ଗଲା କୁଆଡେ, ଏବେ ହେବ କ’ଣ: ଚିନ୍ତାରେ ଆମେରିକା

ଓ୍ବାଶିଂଟନ,୨୫ା୬:ଇରାନର ୩ ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକା ୬ଟି ବଙ୍କର ବଷ୍ଟର ବୋମା ପକାଇବା ପରେ ଏହାର ୪୦୦ କିଲୋଗ୍ରାମ ୟୁରାନିୟମର ହିସାବ ମିଳୁନାହିଁ। ଏହି...

ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର...

ବାସହୀନଙ୍କୁ ଜମି ଦେବେ ସରକାର: ଡିସେମ୍ବର ୩୧ ସୁଦ୍ଧା ଚିହ୍ନଟ ପାଇଁ ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫ା୬ (ରବିନାରାୟଣ ଜେନା):ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ଲକ୍ଷ୍ୟ ନେଇ ରାଜସ୍ବ ବିଭାଗ ପକ୍ଷରୁ ଏବେ ସ୍ବତନ୍ତ୍ର ପଦକ୍ଷେପ...

ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ

ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍‌ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ...

ଚୋରାଚାଲାଣ ହେଉଥିଲା କାଠ: ମାଡ଼ିବସିଲା ବନବିଭାଗ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନବିଭାଗ କର୍ମଚାରୀ ବୃନ୍ଦ ଜକର ପଞ୍ଚାୟତ ତେଣ୍ଟୁଆପଡା ଚୈତନ୍ୟ ପ୍ରସାଦ ଗ୍ରାମ ରାସ୍ତାରେ ଏକ କାଠ ବୋଝେଇ...

ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଫେରିଲେ: ସହାୟତା ପାଇଁ ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼, ୨୫ା୬ (ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ହରିହରପୁର ଗାଁର ଦୁଷ୍ମନ୍ତ ଜାଲ (୩୦) ପରିବାର ପ୍ରତିପୋଷଣ ପାଇଁ କେରଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri