Posted inରାଜ୍ୟ

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏପରିକି ଏପ୍ରିଲ ପହିଲାରେ ତାପମାତ୍ରା 40 ଡିଗ୍ରୀ ପାର କରିପାରେ ବୋଲି କୁହାଯାଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ସମ୍ଭାବନା ଥିବାରୁ ରାଜ୍ୟର କେତେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାରେ ଆଜି କାଳବୈଶାଖୀର ସମ୍ଭାବନା ଅଛି । ବୌଦ୍ଧରେ ଗତକାଲି ସର୍ବାଧିକ ତାପମାତ୍ରା ୩୮ ଦଶମିକ ୫ ଡିଗ୍ରୀ ସେଲସିୟସ ଥିଲା । ଅନ୍ୟପକ୍ଷରେ ନୟାଗଡ, ମାଲକାନଗିରି, ଭବାନୀପାଟଣା, ବଲାଙ୍ଗୀରର ତାପମାତ୍ରା ୩୮ଡିଗ୍ରୀ ସେଲସିୟସ ଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri