Odisha Elections 2024
Posted inରାଜ୍ୟ

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି, ଆହୁରି ୨ ରୁ ୪ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର, ୧୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବାୟୁମଣ୍ଡଳର ନିମ୍ନଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଇଛି। ଏଥିସହିତ ସୂର୍ଯ୍ୟକିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ବୁଧବାର ଅପରାହ୍ଣ ସାଢ଼େ ଦୁଇଟା ସୁଦ୍ଧା ରାଜ୍ୟର ୬ଟି ସ୍ଥାନରେ ତାପମାତ୍ରା ୪୦ ଡ଼ିଗ୍ରୀ ଉପରେ ରହିଛି।  ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୯ ଡ଼ିଗ୍ରୀ ସେଲ୍‌‌ସିୟସ୍‌‌ ଥିବା ରେକର୍ଡ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଚାନ୍ଦବାଲିରେ ୪୧.୬, ଝାରସୁଗୁଡ଼ାରେ ୪୧.୪, ବାଲେଶ୍ୱରରେ ୪୦.୫, ସମ୍ବଲପୁରରେ ୪୦.୩ ଏବଂ କେନ୍ଦୁଝରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌‌ ଥିବା ରେକର୍ଡ ହୋଇଛି। ଆସନ୍ତାକାଲିଠାରୁ ୨୦ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ୪୩ ରୁ ୪୫ ଡିଗ୍ରୀ ସେଲସିୟସ୍‌‌କୁ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ଅପରାହ୍ନରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ...

ମୁଁ ଦଳରେ ନାହିଁ, ମୋତେ କିଭଳି ବହିଷ୍କାର କରାଗଲା: ବିଜୟ

ଭୁବନେଶ୍ୱର,୧୮।୫: ମୁଁ ଦଳରେ ନାହିଁ। ହେଲେ ମୋତେ କିପରି ବହିଷ୍କାର କରାଗଲା। ଏଭଳି ନିଷ୍ପତ୍ତି ନେଇ ଭାଜପା ଲୋକହସା ହୋଇଛି ବୋଲି ବରିଷ୍ଠ ନେତା ବିଜୟ...

ତୃତୀୟ ପର୍ଯ୍ୟାୟରେ ୪ ପ୍ରାର୍ଥୀଙ୍କ ନାମରେ ହତ୍ୟା, ଜଣଙ୍କ ନାମରେ ବଳାତ୍କାର ମାମଲା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri