Posted inରାଜ୍ୟ

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି, ଆହୁରି ୨ ରୁ ୪ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର, ୧୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବାୟୁମଣ୍ଡଳର ନିମ୍ନଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଇଛି। ଏଥିସହିତ ସୂର୍ଯ୍ୟକିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ବୁଧବାର ଅପରାହ୍ଣ ସାଢ଼େ ଦୁଇଟା ସୁଦ୍ଧା ରାଜ୍ୟର ୬ଟି ସ୍ଥାନରେ ତାପମାତ୍ରା ୪୦ ଡ଼ିଗ୍ରୀ ଉପରେ ରହିଛି।  ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୯ ଡ଼ିଗ୍ରୀ ସେଲ୍‌‌ସିୟସ୍‌‌ ଥିବା ରେକର୍ଡ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଚାନ୍ଦବାଲିରେ ୪୧.୬, ଝାରସୁଗୁଡ଼ାରେ ୪୧.୪, ବାଲେଶ୍ୱରରେ ୪୦.୫, ସମ୍ବଲପୁରରେ ୪୦.୩ ଏବଂ କେନ୍ଦୁଝରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌‌ ଥିବା ରେକର୍ଡ ହୋଇଛି। ଆସନ୍ତାକାଲିଠାରୁ ୨୦ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ୪୩ ରୁ ୪୫ ଡିଗ୍ରୀ ସେଲସିୟସ୍‌‌କୁ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ଅପରାହ୍ନରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ହାଇକୋର୍ଟର ଅଭିନବ ରାୟ: ବ୍ୟାଙ୍କରେ ଠକେଇ କରିଥିବା ମହିଳାଙ୍କୁ ସେହି ବ୍ୟାଙ୍କରେ ସଫେଇ କାମ କରିବାକୁ ନିର୍ଦ୍ଦେଶ

କଟକ, ୨୨।୫: ଓଡ଼ିଶା ହାଇକୋର୍ଟ ଏକ ଅଭିନବ ରାୟ କରି ବ୍ୟାଙ୍କ ଠକେଇ ମାମଲାରେ ଅଭିଯୁକ୍ତ ମହିଳା ମନୋଜ୍ଞାନ ପଟ୍ଟନାୟକଙ୍କୁ ଏକ ଅସାଧାରଣ ସର୍ତ୍ତରେ ଜାମିନ...

ରାଜୀବ ଗାନ୍ଧୀଙ୍କ ନୀତି, ଆଦର୍ଶକୁ ଅନୁସରଣ କରାଯାଉ

କେସିଙ୍ଗା,୨୨ା୫(ତୁମେଶ୍ବର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା କଂଗ୍ରେସ ଭବନରେ ଗୁରୁବାର ଟାଉନ ସଭାପତି ସୁଭାଷ ଜୈନଙ୍କ ସଭାପତିତ୍ୱରେ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ସୃତିଚାରଣ ସଭା ଅନୁଷ୍ଠିତ...

‘ଫାଙ୍କା ଭାଷଣ ଦେବା ବନ୍ଦ କର…’, ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ, ପଚାରିଲେ ତିନୋଟି ପ୍ରଶ୍ନ

ନୂଆଦିଲ୍ଲୀ,୨୨।୫: କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ଆକ୍ରମଣ କରି ତାଙ୍କୁ “ଫାଙ୍କା ଭାଷଣ”...

ଜେଲ ଗଲେ କୁଖ୍ୟାତ ଅପରାଧୀ

ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣାଶୁଣା କୁଖ୍ୟାତ ଜଣେ ପେସାଦାର ଅପରାଧୀଙ୍କୁ ଦିଗପହଣ୍ଡି ପୋଲିସ ପୁଣି ଗିରଫ କରି ଗୁରୁବାର କୋର୍ଟ...

୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ…

ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ...

କୋର୍ଟରେ ମିଳିଲା ସାଂଘାତିକ ପ୍ରମାଣ! ପ୍ରିୟଙ୍କାଙ୍କ ସହ ଜ୍ୟୋତି ପୁରୀରେ…

ପୁରୀ,୨୨।୫: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ସହ ଓଡ଼ିଆ ୟୁଟ୍ୟୁବର ପ୍ରିୟଙ୍କା ସେନାପତିଙ୍କୁ ପୁରୀ ପୋଲିସ ଜେରା କରିଛି। ଜେରା ସମୟରେ ପ୍ରିୟଙ୍କା କହିଛନ୍ତି ଯେ ଜ୍ୟୋତି...

ସୀମା ଟପିଛି ED: ତାମିଲନାଡୁ ମଦ ଦୁର୍ନୀତି ତଦନ୍ତକୁ ଅଟକାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସୁପ୍ରିମକୋର୍ଟ ତାମିଲନାଡୁର ରାଜ୍ୟ ପରିଚାଳିତ ମଦ ସଂସ୍ଥା ତାମିଲନାଡୁ ଷ୍ଟେଟ ମାର୍କେଟିଂ କର୍ପୋରେସନ (ଟାସମାକ) ସହ ଜଡ଼ିତ ଅଭିଯୁକ୍ତ ମଦ ଦୁର୍ନୀତି ମାମଲାରେ...

ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମର ରିତୁ ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଥାନାରେ ଅଟକ ଥିବା ରିତୁଙ୍କ ସ୍ବାମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri