Posted inରାଜ୍ୟ

ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା; ଆଗାମୀ ୪ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୨୪।୩: ରାଜ୍ୟରେ ଗ୍ରୀଷ୍ମ ଉତ୍ତାପ କ୍ରମଶଃ ବଢ଼ିବାରେ ଲାଗିଛି । ଗତକାଲି ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲ୍‌‌ସିୟସ ରେକର୍ଡ କରାଯାଇଥିବାବେଳେ ୫ଟି ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଥିବା ଜଣାପଡିଛି।

ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୪ ଦିନ ମଧ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା ରହିଛି । ସେହିଭଳି ରାତି ତାପମାତ୍ରା ମଧ୍ୟ ୨ରୁ ୩ଡିଗ୍ରୀ ବଢ଼ିପାରେ । ପରବର୍ତ୍ତୀ ସମୟରେ ସର୍ବନିମ୍ନ ଓ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନଥିବାରୁ ଅନେକ ଅଞ୍ଚଳରେ ପାରଦ ୪୦ଡିଗ୍ରୀ ଅତିକ୍ରମ କରିବା ସମ୍ଭାବନା ରହିଛି ।

ଏଥିସହିତ ଆସନ୍ତାକାଲି ଏବଂ ମଙ୍ଗଳବାର ରାଜ୍ୟର ୪-୫ଟି ଜିଲ୍ଳାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?