ରାଜ୍ୟରେ ବଢୁଛି ତାତି,୩୫ ଡିଗ୍ରୀ ଉପରେ ୧୧ ସହରର ତାପମାତ୍ରା

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଦୁର୍ବଳ ମୌସୁମୀ ଯୋଗୁ ବଢୁଛି ତାତି। ଆଗକୁ ଆହୁରି ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ରାଜ୍ୟର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ ହୋଇଛି। ଭଦ୍ରକ ଜିଲା ଚାନ୍ଦବାଲିରେ ସର୍ବାଧିକ ୩୭.୨ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ସମ୍ବଲପୁରରେ ୩୬.୫ ଡିଗ୍ରୀ ଏବଂ ଅନୁଗୋଳରେ ୩୬.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାର ପର୍ଯ୍ୟଟକଙ୍କ ଲାଗି ଖୋଲା ରହିବ ନନ୍ଦନକାନନ, ମଙ୍ଗଳବାର ବନ୍ଦ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅଗଷ୍ଟ ୧୫ ତାରିଖ ଅର୍ଥାତ ସୋମବାର ଖୋଲା ରହିବ। ସେହିଭଳି ୧୬ ତାରିଖ ମଙ୍ଗଳବାର ଏହା ବନ୍ଦ ରହିବ ବୋଲି...

ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ ମାମଲା: କିଙ୍ଗ୍‌ପିନ୍‌ ଅଞ୍ଜଳି, ଇବ୍ରାହିମ୍‌ଙ୍କୁ ମିଳିଲା ରିମାଣ୍ଡ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବାଂଲାଦେଶରୁ ଓଡ଼ିିଶାକୁ ଯୁବତୀ ଚାଲାଣ ର଼୍ୟାକେଟର ମୂଳ ଚେରକୁ ଖୋଜୁଛି ଏସ୍‌ଟିଏଫ୍‌। ଏହି ର଼୍ୟାକେଟ ପଛରେ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହା ଜାଣିବା ପାଇଁ...

ଭଦ୍ରକରେ ରାତ୍ରକାଳୀନ କର୍ଫ୍ୟୁ ଜାରି: ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ବାହାରକୁ ବାହାରିବା ମନା

ଭଦ୍ରକ ଅଫିସ, ୫।୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ଆଗାମୀ ୧୭ ତାରିଖ ପର୍ଯ୍ୟନ୍ତ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ...

୮ରେ ‘ମୋ ବସ୍‌’ରେ ମାଗଣା ଯିବେ ମହିଳା

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆସନ୍ତା ୮ତାରିଖରେ ‘ମୋ ବସ୍‌’ରେ ମହିଳା ଦେୟମୁକ୍ତ ଯାତ୍ରା କରିପାରିବେ। ମହିଳା ଦିବସରେ ମହିଳାଙ୍କ ପ୍ରତି...

ବିବାହ ପାଇଁ ଚାଲି ଚାଲି ଯାଆନ୍ତି ବରକନ୍ୟା

ବାଲେଶ୍ୱର ଅଫିସ, ୨୦।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତ ମଧ୍ୟ ଦେଇ ପ୍ରବାହିତ ଗଙ୍ଗାହାର ନଦୀ ଅଞ୍ଚଳବାସୀଙ୍କ ଗମନାଗମନରେ ବାଧକ ସାଜିଛି। କାହିଁ କେଉଁ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୧୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୨୦୬, ଅନୁଗୋଳରୁ ୨୦୧,...

ଅନ୍ତର୍ଭୁକ୍ତ ହେବାକୁ ୪ ଯୋଗ୍ୟତାସୂଚକ ତାରିଖ

ଭୁବନେଶ୍ବର, ୨୧ା୭(ବ୍ୟୁରୋ): ନିର୍ବାଚନ ଆୟୋଗଙ୍କ ସଂଶୋଧିତ ନୂତନ ନିୟମ ଅନୁଯାୟୀ ତ୍ରୁଟିଶୂନ୍ୟ ଓ ନିର୍ଭୁଲ୍‌ ଭୋଟର ତାଲିକା ପ୍ରସ୍ତୁତି ନେଇ ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ...

ବର୍ଷ ଶେଷସୁଦ୍ଧା ୩୦୦ ଚେକ୍‌ଡ୍ୟାମ୍‌ ସାର

ଭୁବନେଶ୍ୱର,୯ା୮(ବ୍ୟୁରୋ):ରାଜ୍ୟରେ ଗତ ୨ ମାସ ମଧ୍ୟରେ ୪୫ଟି ପୋଲତଳ ଚେକ୍‌ଡ୍ୟାମ୍‌ ନିର୍ମାଣ ସରିଛି। ସେଥିମଧ୍ୟରୁ ୩୧ଟି ପୂର୍ତ୍ତ ଏବଂ ୧୪ଟି ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ମାଣ...

Advertisement
Archives

Model This Week