୧୦ ଡିଗ୍ରୀ ତଳେ ୬ ସହର ତାପମାତ୍ରା

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ରବିବାର ୬ଟି ଅଞ୍ଚଳରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରହିଥିବାବେଳେ ସୋନପୁର ୮.୮, କେନ୍ଦୁଝର ୯, ଭବାନିପାଟଣା ୯.୨, ଝାରସୁଗୁଡ଼ା ୯.୪ ଓ କୋରାପୁଟରେ ୯.୫ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଭୁବନେଶ୍ୱର ୧୨.୩ ଓ କଟକରେ ସର୍ବନିମ୍ନନ ୧୨.୨ ଡିଗ୍ରୀ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଏଥିସହ ଆସନ୍ତା ଦୁଇଦିନ ବିଭିନ୍ନ ଜିଲାକୁ ଘନ କୁହୁଡ଼ି ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୋଳ ଓ ଢେଙ୍କାନାଳ ଏବଂ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳରେ ଘନ କୁହୁଡ଼ି ଦେଖାଯିବ। ସେପଟେ ଆଗକୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଜିଲା ଏବଂ ୧୦ ତାରିଖରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ସ୍ବଳ୍ପ ଧରଣର ବର୍ଷା ହେବା ସହିତ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri