ଭୁବନେଶ୍ୱର,୧୩ା୩: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ି ଚାଲିଛି। ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଝାରସୁଗୁଡ଼ା ସହରର ତାପମାତ୍ରା ୩୬.୬ ଡିଗ୍ରୀ ରହିଛି।
ସେହିପରି କେନ୍ଦୁଝରରେ ୩୬ ଡିଗ୍ରୀ, ସମ୍ବଲପୁରରେ ୩୫.୬ ଡିଗ୍ରୀ, ରାଉରକେଲା ଓ ବାଲେଶ୍ୱର ୩୫.୨ ରହିଥିବାବେଳେ ହୀରାକୁଦରେ ୩୫ ଡିଗ୍ରୀ ଏବଂ ଭୁବନେଶ୍ୱର ତାପମାତ୍ରା ୩୪.୬ ଡିଗ୍ରୀ ରହିଛି।


