ବଢୁଛି ତାପମାତ୍ରା, ୟେଲୋ ଓ୍ବାର୍ନିଂ ଜାରି

ବେଜିଂ,୨୯ା୬: ଚାଇନାର ବିଭିନ୍ନ ଅଞ୍ଚଳରେ ବୁଧବାର ଉଚ୍ଚ ତାପମାତ୍ରା ଏବଂ ଲୁ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କେନ୍ଦ୍ରୀୟ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ ଯେ, ଙ୍ଗାସୁ, ସିଚୁଆନ, ଚୋଗକିଙ୍ଗ୍‌, ହେନାନା, ଅନହୁଇ, ହୁନାନ, ଝୋଜିୟାଙ୍ଗ, ଫୁଜିୟାନ, ଝିଞ୍ଜିୟାଙ୍ଗରେ ଦିନରେ ତାପମାତ୍ରା ୩୫ରୁ ୩୬ ଡିଗ୍ରୀ ରହୁଛି। ଆଉ କେତେକ ଅଞ୍ଚଳରେ ତାପମାତ୍ରା ୩୯ ରୁ ୪୦ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହି ସମୟରେ ଶ୍ରମିକମାନେ ବାହାରକୁ ଯାଇ କାମ କରିବାକୁ ବାରଣ କରାଯାଇଛି। ଲୁ’ରୁ ବଞ୍ଚିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି। ଏହା ବ୍ୟତୀତ ପ୍ରବଳ ଉତ୍ତାପରେ ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri