କଳବଳ କରୁଛି ଅସହ୍ୟ ଖରା

ରିଷିଡ଼ା,୧୬ା୪(ସୁଶାନ୍ତ ମଲ୍ଲିକ): ଗତ କିଛିଦିନ ହେଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଏଠାରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ପ୍ରବଳ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।

ଏହାର ପ୍ରଭାବ ରିଷିଡା, ଗଜବାହାଲ, ପୌରକେଲା, ରାଜପୁର, ତେରେସିଂହା, ରିଞ୍ଜା ରାଜପୁର, ରେଗେଡା, ସ.ମାଲପଡା, ଯୋରାଡ୍ରୋବରା, ସାପଲହରା ଆଦି ପଞ୍ଚାୟତରେ ଦେଖିବାକୁ ମିଳିଛି। ଜରୁରୀ କାମ ନ ଥିଲେ ଲୋକେ ପୂର୍ୱାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଘରୁ ବାହାରୁ ନ ଥିବା ଦେଖାଯାଉଛି।

ଗୁରୁବାର ଏହି ସମୟରେ ରାସ୍ତାଘାଟ ଶୂନଶାନ ରହିଥିଲା। ଗ୍ରୀଷ୍ମପ୍ରବାହ ଯୋଗୁ ନଈନାଳ, ପୋଖରୀ ଆଦି ଶୁଖିବାକୁ ବସିଛି। ଜଳସ୍ତର ହ୍ରାସ ଯୋଗୁ କେତେକ ସ୍ଥାନରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ରାସ୍ତା ଜଳମଗ୍ନ ଯୋଗୁ ଉତ୍ତେଜନା: ଯୁଗପୁରା ବଜାରଠାରେ ଟାୟାର ଜାଳି ରାସ୍ତାରୋକ, ଯାନବାହାନ ଚଳାଚଳ ବାଧାପ୍ରାପ୍ତ

ବୈଶିଙ୍ଗା, ୧୮।୭ (ରତନ ଦାଶ): ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ଦାବି କରି ଶନିବାର ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri