Advertisement

ଦାରିଙ୍ଗବାଡିରେ ଶୀତ ଉଭାନ, ହେଉନି ପର୍ଯ୍ୟଟକଙ୍କ ଭିଡ

ଦାରିଙ୍ଗବାଡି,୨୩।୧୧(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୀତ ଉଦ୍ଭାନ ହୋଇଯାଇଛି। ଗତ ଏକ ସପ୍ତାହରେ ତାପମାତ୍ରା ୧୦ ଡିଗ୍ରୀରୁ ୧୫.୫ଡିଗ୍ରୀରେ ପହଞ୍ଚିଛି। ଫଳରେ ଶୀତରୁ ଟିକେ ନିସ୍ତାର ମିଳିଛି। ଚଳିତ ଥର ଶୀତ ବିଳମ୍ବରେ ଆସିଥିବା ବେଳେ ମଝିରେ ମଝିରେ ପାଗ ମେଘୁଆ ରହୁଛି, ତେଣୁ ତାପମାତ୍ରାରେ ବୃଦ୍ଧି ହେଉଥିବା କୁହାଯାଇଛ। ଶୀତ କମିଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡି ଆସିବାକୁ ଇଚ୍ଛା ପ୍ରକାଶ କରୁ ନ ଥିବା ଜଣାପଡିଛ। ବ୍ଲକ ପ୍ରଶାସନ ସୂତ୍ରରୁ ମିଳିଥିବା ତଥ୍ୟ ଅନୁସାରେ, ଗତ ୧୬ ତାରିଖରେ ସର୍ବନିମ୍ମ ତାପମାତ୍ରା ୧୦.୫ ଡିଗ୍ରୀ ରହିଥିବା ବେଳେ ସପ୍ତାହ ପରେ ପୁଣି ତାପମାତ୍ରା ୫ଡିଗ୍ରୀକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣିରେ ଅଘଟଣ: ପଥର ତଳେ ଜେସିବି ଡ୍ରାଇଭର

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଜିଲା ଶରଣକୁଳ ଥାନା ପୁଆଣିଆ ପଥରଖଣିରେ ଚାପି ହୋଇ ଜଣେ ଜେସିବି ଡ୍ରାଇଭରର ମୃତ୍ୟୁ ଘଟିଛି। ମୃତକ ହେଲେ କଟକ ଜିଲା...

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ‘ଫନୀ’ କ୍ଷତିଗ୍ରସ୍ତ ପରିବାର: ଭାଜପା ପ୍ରତିନିଧି ଦଳର ଆଲୋଚନା

ପୁରୀ ଅଫିସ,୪।୧୧: ମେ’ ୩ରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ରେ ପୁରୀ ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ତେବେ ଏହା ଭିତରେ ବାତ୍ୟାକୁ ୬ ମାସ...

ଲୁହା ପଥର ଦର ହ୍ରାସ ଆଶାରେ ଶିଳ୍ପ ସମୂହ

ଯାଜପୁର ଅଫିସ,୧୭ା୬:କଳିଙ୍ଗନଗର ଶିଳ୍ପାଞ୍ଚଳରେ ନୂତନ ନିଯୁକ୍ତି ବଦଳରେ ପୁଣି କର୍ମଚାରୀ ଓ ଶ୍ରମିକ ଛଟେଇ ଆଶଙ୍କା ଦେଖାଦେଇଛି। ଆବଶ୍ୟକ କଞ୍ଚାମାଲ ଅଭାବ, ଲୁହାପଥର, କ୍ରୋମାଇଟ ମୂଲ୍ୟ...

ଆବାସ ସମ୍ପୂର୍ଣ୍ଣ କରିବାକୁ ପ୍ରଶାସନର ତତ୍ପରତା

ଯାଜପୁର ଅଫିସ,୩।୨: ଯାଜପୁର ଜିଲାରେ ଆବାସ ଗୃହ ନିର୍ମାଣରେ ଅଗ୍ରଗତି ନୈରାଶ୍ୟଜନକ ରହିଛି। ପୂର୍ବରୁ ଏହି ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ଘର ମିଳି ନ ଥିବାବେଳେ...

ନରସିଂହପୁରରେ ମେଣ୍ଢା ମଡ଼କ

କୁକୁଡାଖଣ୍ଡି,୩ା୧୨ (ଡି.ଏନ.ଏ.)- କୁକୁଡ଼ାଖଣ୍ଡି ବ୍ଲକ ମହୁଡା ପଞ୍ଚାୟତର ନରସିଂହପୁରରେ ଗତ କିଛିଦିନ ମଧ୍ୟରେ ୮୧ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ମେଣ୍ଢା ପ୍ରଥମେ ନିମୋନିଆରେ ଆକ୍ରାନ୍ତ ହେଉଛନ୍ତି।...

୭ରୁ ହାଇବ୍ରିଡ୍‌ ମୋଡ୍‌ରେ ଚାଲିବ ହାଇକୋର୍ଟ

କଟକ ଅଫିସ, ୫ା୨: ଆସନ୍ତା ୭ ତାରିଖରୁ ହାଇକୋର୍ଟ ହାଇବ୍ରିଡ(ଭର୍ଚୁଆଲ ଓ ଫିଜିକାଲ) ମୋଡ୍‌ରେ ଚାଲିବ। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାର ଜୁୁଡିସିଆଲ ଶୁକ୍ରବାର ନିର୍ଦ୍ଦେଶ...

ଚାଲାଣ ପାଇଁ ହେଉଥିଲା ଠୁଳ: ୨ଟନ୍‌ ଗଞ୍ଜେଇ ଜବତ, ୨ ମାଫିଆ ଗିରଫ

ଫିରିଙ୍ଗିଆ,୨୬ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପୋଲିସ ପାହିରାଜୁ ପଞ୍ଚାୟତ ଡ୍ରେସରୁ ଗ୍ରାମରେ ଚଢାଉ କରି ୨ଟନ୍‌ରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ...

ଆଜି ଗଜଲକ୍ଷ୍ମୀଙ୍କ ମେଲଣ

କେନ୍ଦ୍ରାପଡ଼ା ଅଫିସ,୧୬ା୧୦: ଆସନ୍ତା ରବିବାର ଓ ସୋମବାର ଦୁଇଦିନ ଧରି କେନ୍ଦ୍ରାପଡ଼ା ସହରର ୩ ସ୍ଥାନରେ ମା’ଗଜଲକ୍ଷ୍ମୀଙ୍କ ମେଲଣ ପର୍ବ ଓ ଭସାଣି ଅନୁଷ୍ଠିତ ହେବ...

Advertisement
Archives

Model This Week