ଆହୁରି ୩ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର,୯ା୨(ଅନୁରାଧା ମହାରଣା): ରାଜ୍ୟରୁ ଗତ କିଛିଦିନ ହେଲା ଶୀତ ଉଭାନ ହୋଇଯାଇଥିଲା। ତାପମାତ୍ରା ବୃଦ୍ଧି ପାଇବା ସହ ଲୋକେ ଫେବୃଆରୀ ଆରମ୍ଭରୁ ଗ୍ରୀଷ୍ମ ଋତୁର ଅନୁଭବ କରିଥିଲେ। ହେଲେ ୨ଦିନ ହେଲା ପାରଦ ସାମାନ୍ୟ ତଳକୁ ଖସିବା ସହ ଖରାତାତି ପ୍ରକୋପ କମିଛି। ଶନିବାର ସର୍ବୋଚ୍ଚ ଦିନ ତାପମାତ୍ରା ଅନୁଗୋଳରେ ୩୪.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବାବେଳେ ରାଉରକେଲାରେ ସର୍ବନିମ୍ନ ରାତି ତାପମାତ୍ରା ୯.୭ ଡିଗ୍ରୀ ରହିଥିଲା। ତେବେ ସୋମବାର ସୁଦ୍ଧା ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଲଗାତାର ୨୦ ଦିନ ଧରି ରାଜ୍ୟରେ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ଆହୁରି ୨ଦିନ ଏହି ଧାରା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ରବିବାର ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ନୟାଗଡ଼, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରିରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ତେଣୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri