ପହିଲା ଯାଏ ଅସହ୍ୟ ତାତି

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତେବେ ୩୦ ମାର୍ଚ୍ଚରୁ ଏପ୍ରିଲ ୧ ଯାଏ ଗ୍ରୀଷ୍ମ ପ୍ରବାହ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ପବନ ବୋହିବା ସମ୍ଭାବନା ରହିଛି।
ଫଳରେ ରାଜ୍ୟରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବଲାଙ୍ଗୀର ସମେତ ରାଜ୍ୟର ୭ଟି ସହରରେ ଦିନରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁଛି । ଏସବୁ ଅଞ୍ଚଳରେ ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଛି । ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ମଧ୍ୟସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri