Posted inଜାତୀୟ

ଝାନ୍ସୀ ମନ୍ଦିର, ମସ୍‌ଜିଦରୁ ହଟିଲା ଡାକବାଜି ଯନ୍ତ୍ର

ଲକ୍ଷ୍ନୌ,୨୮।୪: ଉତ୍ତରପ୍ରଦେଶର ଧର୍ମୀୟ ସ୍ଥାନଗୁଡ଼ିକରେ ବେଆଇନ ଭାବେ ଲାଗିଥିବା ଡାକବାଜି ଯନ୍ତ୍ର ହଟାଇବା ପାଇଁ ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟର ୧,୫୬୫ ଥାନାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ଝାନ୍ସୀରେ ଥିବା ସର୍ବବୃହତ ମନ୍ଦିର ଓ ମସ୍‌ଜିଦରୁ ଡାକବାଜି ଯନ୍ତ୍ର ହଟାଇଦିଆଯାଇଛି। ଐକ୍ୟଭାବ ଓ ସାମ୍ପ୍ରଦାୟିକ ସଦ୍‌ଭାବନାର ଏହା ଏକ ଉଦାହରଣ ହୋଇପାରିଛି। ବର୍ତ୍ତମାନ ସୁଦ୍ଧା ୟୁପିର ବିଭିନ୍ନ ମନ୍ଦିର, ମସ୍‌ଜିଦରୁ ୧୨୫ ଡାକବାଜି ଯନ୍ତ୍ର ହଟାଗଲାଣି। ଏତଦ୍‌ବ୍ୟତୀତ ବିଭିନ୍ନ ସ୍ଥାନରେ ଶବ୍ଦକୁ ୧୭ ହଜାର ଆମ୍ପ୍ଲିଫାୟାରକୁ ହ୍ରାସ କରାଯାଇଛି। ଝାନ୍ସୀର ଗାନ୍ଧୀ ଚୌକ୍‌ ଅଞ୍ଚଳରେ ଥିବା ବୃହତ୍‌ ରାମଜାନକୀ ମନ୍ଦିର ଏବଂ ସୁନ୍ନି ଜାମା ମସ୍‌ଜିଦ୍‌ର ପୂଜକ ଏବଂ ଇମାମ ଆଲୋଚନା କରି ସେମାନଙ୍କ ପରିସରରୁ ଡାକବାଜି ଯନ୍ତ୍ର ହଟାଇବାକୁ ନିଷ୍ପତ୍ତି ନେଇଥିଲେ। ଏହା ଦେଶବାସୀଙ୍କୁ ଭଲପାଇବା, ସୌହାର୍ଦ୍ଦ୍ୟ ଏବଂ ସଦ୍‌ଭାବନାର ବାର୍ତ୍ତା ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁନର୍ବିଚାର ଆବେଦନ କରିବ ନାହିଁ ସୁନ୍ନୀ ଓ୍ବାକଫ୍‌ ବୋର୍ଡ: ମସଜିଦ୍‌ ଜମି ନେଇ ଏବେ ହେବନି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୧୧: ଅଯୋଧ୍ୟା ମାମଲାରେ ସୁନ୍ନୀ ଓ୍ବାକଫ୍‌ ବୋର୍ଡ ପକ୍ଷରୁ ପୁନର୍ବିଚାର ଆବେଦନ କରାଯିବ ନାହିଁ। ସେହିପରି ଏବେ ମସଜିଦ୍‌ ଜମି ନେଇ କୌଣସି ଚର୍ଚ୍ଚା କରାଯିବ...

‘ମୁଁ କେବେ ଭାବି ନ ଥିଲି କଂଗ୍ରେସ ଛାଡିବି ହେଲେ…’ ଭାଜପାରେ ଯୋଗ ଦେବା ପରେ ପ୍ରତିକ୍ରିୟା ରଖିଲେ କିରଣ କୁମାର

ଅମରାବତି,୭।୪: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡି ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି। ଏହି ସମୟରେ ସେ କଂଗ୍ରେସକୁ ଟାର୍ଗେଟ...

ଜମ୍ମୁ କଶ୍ମୀରରେ ଧାରା ୩୭୦ ରଦ୍ଦ କେବଳ କାଗଜରେ ସୀମିତ: ସଞ୍ଜୟ ରାଉତ

ପୁଣେ,୫।୩: ଶିବସେନା (ୟୁବିଟି) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ରାଉତ କଶ୍ମୀରୀ ପଣ୍ଡିତ ହତ୍ୟା ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା...

ଟ୍ରାଫିକ୍‌ ଜାମ୍‌ରେ ଫସିଯାଇଥିଲେ ଡାକ୍ତର, ରୋଗୀଙ୍କ ଜୀବନ ବଞ୍ଚାଇବାକୁ ୩ କିମି ଦୌଡିଲେ

ବେଙ୍ଗାଲୁରୁ,୧୨।୯: ବେଙ୍ଗାଲୁରୁର ଜଣେ ଡାକ୍ତର ସେବାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ଟ୍ରାଫିକ ଜାମ୍‌ରେ ଅଟକି ଯାଇଥିବା ଏହି ଡାକ୍ତର ଜଣଙ୍କ ରୋଗୀଙ୍କ ଜୀବନ...

ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ...

ଗୋ ଫାଷ୍ଟର ଉଡ଼ାଣ ପାଇଁ ଆବଶ୍ୟକ ୪୨୫ କୋଟି…

ନୂଆଦିଲ୍ଲୀ,୨୪।୬ : ଗୋ ଫାଷ୍ଟର ସମାଧାନ ପ୍ରଫେସନାଲ ଶୈଲେନ୍ଦ୍ର ଅଜମେରା ଏକ ପୁନଃଉଦ୍ଧାର ଯୋଜନାକୁ କାର୍ଯ୍ୟକାରୀ କରିବା ଏବଂ ବିମାନ ଚଳାଚଳ କାର୍ଯ୍ୟରେ ସାହାଯ୍ୟ କରିବା...

‘ ଆଇଆଇଟି କିମ୍ବା ଆଇଆଇଏମ୍‌କୁ ଦିଅ ଅକ୍ସିଜେନ ଯୋଗାଣ ଦାୟିତ୍ୱ ‘

ନୂଆଦିଲ୍ଲୀ,୪।୫ : ଦିଲ୍ଲୀ ହାଇକୋର୍ଟ ଅକ୍ସିଜେନ ଯୋଗାଣ ବାବଦରେ କେନ୍ଦ୍ର ସରକାରଙ୍କୁ ଆଇଆଇଏମ୍‌ ଓ ଆଇଆଇଟି ବିଶେଷଜ୍ଞଙ୍କ ସହାୟତା ନେବାକୁ ପରାମର୍ଶ ଦେଇଛନ୍ତି। ଯଦି କେନ୍ଦ୍ର...

୨୫ରେ ହେବ ଜ୍ୟାକଲିନ୍‌ଙ୍କ ଆବେଦନର ଶୁଣାଣି

ନୂଆଦିଲ୍ଲୀ,୧୬।୧: ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ନାଡିଜ୍‌ ସୋମବାର ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରେ ହାଜର ହୋଇଥିଲେ। ସୁକେଶ ଚନ୍ଦ୍ରଶେଖର ଏବଂ ଅନ୍ୟମାନଙ୍କ...

Advertisement
Archives

Model This Week