Posted inଫୁରସତ

ମନ୍ଦିର ମାଳିନୀ ଭୁବନେଶ୍ୱର

ପୁରାଣ ପ୍ରସିଦ୍ଧ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଓଡ଼ିଶାର ରାଜଧାନୀ କରିବା ପାଇଁ ୧୯୪୮ ଏପ୍ରିଲ ୧୩ରେ ଶିଳାନ୍ୟାସ କରାଯାଇଥିଲା। ଏହାପରଠାରୁ ଧୀରେ ଧୀରେ ଏହା ଦେଶର ପ୍ରମୁଖ ଆକର୍ଷଣୀୟ ସହରର ରୂପ ନେଇଛି। ଶିକ୍ଷା, ସ୍ବାସ୍ଥ୍ୟ, କ୍ରୀଡ଼ା, ବ୍ୟବସାୟ, ରାଜନୀତି ଆଦି କ୍ଷେତ୍ରରେ ପ୍ରମୁଖ କେନ୍ଦ୍ର ପାଲଟିଛି। ହେଲେ
ପର୍ଯ୍ୟଟନ ଶିଳ୍ପ ପାଇଁ ଏହା ପ୍ରମୁଖ ଆକର୍ଷଣ ସାଜିଛି। ମନ୍ଦିରମାଳିନୀ ସହର ଭାବେ ସାରା ବିଶ୍ୱରେ ଖ୍ୟାତି ଅର୍ଜନ କରିଛି ଭୁବନେଶ୍ୱର। ବିଶେଷକରି ଶ୍ରୀଲିଙ୍ଗରାଜ ମନ୍ଦିର, କେଦାରଗୌରୀ ମନ୍ଦିର, କପିଳେଶ୍ୱର ମନ୍ଦିର, ରାଜାରାଣୀ ମନ୍ଦିର, ରାମମନ୍ଦିର, ଇସ୍କନ ମନ୍ଦିର ଆଦି ଧାର୍ମିକ ପୀଠରେ ପ୍ରତିଦିନ ବାହାର ଅଞ୍ଚଳର ପର୍ଯ୍ୟଟକ ଏବ
ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ତେବେ ପର୍ଯ୍ୟଟକଙ୍କ ପାଇଁ ଭୁବନେଶ୍ୱର ଅଧିକ ପସନ୍ଦର ସ୍ଥାନ ହେବା ପଛର
ମୁଖ୍ୟ କାରଣ ହେଲା ଏହାର ଉପକଣ୍ଠରେ ଥିବା ଏକାଧିକ ଦର୍ଶନୀୟ ସ୍ଥାନ। ସେଥି ମଧ୍ୟରେ ରହିଛି ନନ୍ଦନକାନନ ପ୍ରାଣୀ ଓ ଉଦ୍ଭିଦ ଉଦ୍ୟାନ, ଶାନ୍ତିସ୍ତୂପ ଧଉଳି, ହୀରାପୁର ୬୪ଯୋଗିନୀ ମନ୍ଦିର, ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା,
ଡେରାସ୍‌ ଡ୍ୟାମ୍‌ ଇତ୍ୟାଦି। ଭୁବନେଶ୍ୱରକୁ ବସ୍‌, ରେଳ ଓ ବିମାନ ଯୋଗେ ଉନ୍ନତ ଯାତାୟାତ ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri