Posted inଜାତୀୟ

ଜମି ବିବାଦକୁ ନେଇ ପୂଜକଙ୍କୁ ଗୁଳିମାଡ଼: ୨ ଗିରଫ

ଗୋଣ୍ଡା,୧୧।୧୦-ଉତ୍ତରପ୍ରଦେଶର ଗୋଣ୍ଡା ଜିଲାରେ ଜମି ବିବାଦକୁ ନେଇ ରବିବାର ଜଣେ ପୂଜକଙ୍କୁ ଗୁଳି ମାଡ ହୋଇଛି। ଗୁଳିମାଡ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଗୁଳି ମାଡର ଶିକାର ହୋଇଥିବା ପୂଜକ ହେଲେ ଗୋଣ୍ଡାସ୍ଥିତ ରାମ୍‌ ଜାନକୀ ମନ୍ଦିରର ପୂଜକ ସମ୍ରାଟ ଦାସ। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।
ପୋଲିସ କହିଛି, ଜମି ବିବାଦକୁ ନେଇ ଦୁର୍ବୃତ୍ତମାନେ ସମ୍ରାଟଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ପରେ ତାଙ୍କୁ ଚିକିତ୍ସା ପାଇଁ ଲକ୍ଷ୍ନୌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରୁ ଶେଷ ହେଉଛି ବଂଶବାଦ ରାଜନୀତି: ମୋଦି

ପୁଡୁଚେରୀ,୨୫।୨: ଦେଶରୁ କଂଗ୍ରେସର ସାମନ୍ତବାଦୀ, ବଂଶବାଦ ତଥା ସଂରକ୍ଷଣ ରାଜନୀତି ଶେଷ ହେବାରେ ଲାଗିଛି। ସମ୍ପ୍ରତି ଇତିହାସରେ ପ୍ରଥମଥର ପାଇଁ ଲୋକ ସଭାରେ କଂଗ୍ରେସ ସଦସ୍ୟଙ୍କ...

ପି.ସି. ଚାକୋଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୩ା୨(ପି.ଟି.): ଦିଲ୍ଲୀ ନିର୍ବାଚନରେ କଂଗ୍ରେସର ଦୟନୀୟ ପ୍ରଦର୍ଶନକୁ ନେଇ ଏଆଇସିସି ଦିଲ୍ଲୀ ଦାୟିତ୍ୱରେ ଥିବା କଂଗ୍ରେସ ନେତା ପି.ସି. ଚାକୋ ନିଜକୁ ଦାୟୀ କରିବା ସହ...

ଏଟିଏମ୍‌ କାର୍ଡ ନ ଥିଲେ ବି ଏଣିକି ଉଠାଇ ପାରିବେ ଟଙ୍କା

ନୂଆଦିଲ୍ଲୀ,୮।୪: ଏଣିକି ଏଟିଏମ କାର୍ଡ ବିନା ମଧ୍ୟ ଟଙ୍କା ଉଠାଇବାକୁ ଗ୍ରାହକ ସକ୍ଷମ ହେବେ। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ...

ପୁଣି ଭାରତକୁ ଫେରୁଛି ପବଜୀ

ନୂଆଦିଲ୍ଲୀ,୧୨।୧୧: ପବଜୀ ମୋବାଇଲ୍‌ ଭାରତକୁ ପୁଣି ଫେରୁଛି। ଦକ୍ଷିଣ କୋରିଆର ଗେମିଂ ସଂସ୍ଥା ପବଜୀ କର୍ପୋରେଶନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥିସହ କମ୍ପାନୀ ଭାରତୀୟ...

କର୍ନାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ ନିଖୋଜ: ଥିଲା ୭ ହଜାର କୋଟି ଋଣ ବୋଝ

ବେଙ୍ଗାଲୁରୁ,୩୦।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ କେଫ୍‌ କଫି ଡେର ମାଲିକ ଭିି.ଜି. ସିଦ୍ଧାର୍ଥ ନିଖୋଜ ହୋଇଯାଇଛନ୍ତି। ତାଙ୍କର ସନ୍ଧାନରେ ପୋଲିସ ପକ୍ଷରୁ...

ରାଷ୍ଟ୍ରପତି ନିର୍ବାଚନ, ପାରସ୍ପରିକ ମତଭେଦଠାରୁ ଦୂରେଇ ରହି କାର୍ଯ୍ୟ କରିବାକୁ କଂଗ୍ରେସର ଆହ୍ବାନ…

ନୂଆଦିଲ୍ଲୀ, ୧୨।୬ : ଦେଶରେ ଜୁଲାଇ ୧୮ରେ ହେବାକୁଥିବା ରାଷ୍ଟ୍ରପତି ନିର୍ବାଚନ ପରିପ୍ରେକ୍ଷୀରେ ବିରୋଧୀ ଦଳର ନେତାମାନଙ୍କୁ ଏକଜୁଟ କରିବା ଲାଗି ପଶ୍ଚିମବଙ୍ଗ ମୁଖ୍ୟନ୍ତ୍ରୀ ମମତା...

ଡାଟା ସୁରକ୍ଷା ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୫ା୧୨: ବହୁ ପ୍ରତୀକ୍ଷିତ ଡାଟା ସୁରକ୍ଷା ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ଶୀତ ଅଧିବେଶନରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ...

ରାଞ୍ଚି ହିଂସାରେ ଆହତ ୨ବ୍ୟକ୍ତିଙ୍କ ଜୀବନ ଗଲା

ରାଞ୍ଚି,୧୧।୬: ପ୍ରଫେଟ ମହମ୍ମଦ ବିରୋଧରେ ବିବାଦୀୟ ବୟାନ ଦେଇ ବିବାଦ ଘେରରେ ରହିଥିବା ଭାଜପାର ୨ନିଲମ୍ବିତ ମୁଖପାତ୍ର ନୂପୁର ଶର୍ମା ଓ ନବୀନ କୁମାର ଜିନ୍ଦଲଙ୍କୁ...

Advertisement
Archives

Model This Week