ଖୋଲିଲା ମନ୍ଦିର: ଠାକୁରଙ୍କୁ ଲାଗି ହେଲା ୩ ହଜାର କିଲୋ ସେଓ

ଅହମଦାବାଦ, ୧୩।୧୦: ଲକ୍‌ଡାଉନ୍‌ ପରେ ଗୁଜରାଟର ଅହମଦାବାଦରେ ସ୍ବାମୀ ନାରାୟଣ ମନ୍ଦିର ମଙ୍ଗଳବାର ଖୋଲିଛି। ମନ୍ଦିର ଖୋଲିବାର ପ୍ରଥମ ଦିନରେ ଠାକୁରଙ୍କୁ ୩ ହଜାର କିଲୋ ସେଓ ଲାଗି ହୋଇଛି। ଠାକୁରଙ୍କୁ ସେଓରେ ସଜାଇ ଦିଆଯାଇଛି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପୂଜା ପରେ ସେଓକୁ ପ୍ରସାଦ ଭାବେ କୋଭିଡ୍‌-୧୯ ଆକ୍ରାନ୍ତ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ମଧ୍ୟରେ ବଣ୍ଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବାଜୀ ପାର୍କ ଦଶହରା ରାଲି ପାଇଁ କାହାକୁ ମିଳିଲାନି ଅନୁମତି…

ମୁମ୍ବାଇ, ୨୨।୯ : ମହାରାଷ୍ଟ୍ରରେ ଶିବାଜୀ ପାର୍କ ଦଶହରା ରାଲି ପାଇଁ ଉଦ୍ଧବ ଠାକରେ ଅବା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକ କାହାକୁ ମଧ୍ୟ ଅନୁମତି...

ବିଲ୍‌କିସ୍‌ ବାନୋ ମାମଲା: ଶୁଣାଣି ପାଇଁ ଗଠନ ହେବ ସ୍ବତନ୍ତ୍ର ଖଣ୍ଡପୀଠ

ନୂଆଦିଲ୍ଲୀ,୨୨ା୩: ବିଲକିସ ବାନୋ ମାମଲାରେ ମୁକ୍ତ ହୋଇଥିବା ଦୋଷୀମାନଙ୍କ ଅଡୁଆ ପୁଣି ବଢିପାରେ। ଦୋଷୀ ସାବ୍ୟସ୍ତ ହେବା ପୂର୍ବରୁ ଦାଖଲ ହୋଇଥିବା ପିଟିସନର ଶୁଣାଣି ପାଇଁ...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ କାମ୍ୟା ପଞ୍ଜାବୀ

ଲକ୍ଷ୍ନୌ,୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ଯାତ୍ରା ୟୁପିରେ ବାଗପତରେ ପହଞ୍ଚିଛି। ଏଠାରେ ଟିଭି ଅଭିନେତ୍ରୀ କାମ୍ୟା ପଞ୍ଜାବୀ ଏହି ଯାତ୍ରାରେ...

ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ୩ ଗିରଫ, ୨ ଫେରାର

ଲକ୍ଷ୍ନୌ, ୨୭।୫: ଆମେଠିର ନବନିର୍ବାଚିତ ଭାଜପା ଏମ୍‌ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କ ଗିରଫ କରିଛି।...

କବିଙ୍କ ଆକାଉଣ୍ଟ ବ୍ଲକ୍‌ କଲା ଫେସ୍‌ବୁକ୍‌

ଥିରୁଭାନନ୍ତପୁରମ୍‌,୧୦ା୫: କେରଳର କବି କେ. ସତ୍‌ଚିଦାନନ୍ଦନ ଫେସ୍‌ବୁକ୍‌ରେ ଏକ ଭିଡିଓ ପୋଷ୍ଟ କରିଥିଲେ। ରାଜ୍ୟରେ ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ହାରିବ ବୋଲି ଏଥିରେ...

ଗୁରୁଭାୟୁର ମନ୍ଦିରରେ ମୋଦିଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା: ୧୧୨ କେଜି ପଦ୍ମ ଫୁଲରେ କରାଗଲା ଓଜନ

ଥିରୁଭାନନ୍ତପୁରମ୍‌,୮।୬: ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର କେରଳ ଗସ୍ତ କରିଛନ୍ତି ନରେନ୍ଦ୍ର ମୋଦି। ଶନିବାର କେରଳର ପ୍ରସିଦ୍ଧ ଗୁରୁଭାୟୁର କୃଷ୍ଣ ମନ୍ଦିର ଦର୍ଶନ ପାଇଁ...

ଭାରତର ସବୁଠାରୁ ବଡ଼ ୟୁ-ଟର୍ନ ନେତା ହେଉଛନ୍ତି କେଜରିଓ୍ବାଲ …

ଅହମଦାବାଦ, ୩।୯ : ଭାରତୀୟ ଜନତା ପାର୍ଟିର ଏମ୍‌ପି ତଥା ଭାଜପାର ଯୁବ ସଂଗଠନ ଭାରତୀୟ ଜନତା ମୋର୍ଚ୍ଚା (ବିଜଓ୍ବୋଇଏମ୍‌) ଜାତୀୟ ଅଧ୍ୟକ୍ଷ ତେଜସ୍ବୀ ସୂର୍ଯ୍ୟା...

ଆଇଆଇଟି ମାଡ୍ରାସରେ ୫ଜିର ସଫଳ ପରୀକ୍ଷଣ

ଚେନ୍ନାଇ,୧୯।୫: ଆଇଆଇଟି ମାଡ୍ରାସରେ ୫ଜି କଲ୍‌ର ସଫଳତାର ସହ ପରୀକ୍ଷଣ କରାଯାଇଛି। ଏହି ଅବସରରେ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୫ଜି ଭଏସ୍‌ ଏବଂ...

Advertisement
Archives

Model This Week