୩ ଦିନ ଦର୍ଶନ ବନ୍ଦ

ଆରଡ଼ି,୨୮।୧୨(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୩ ଦିନ ପାଇଁ ବନ୍ଦ ରହିବ। ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏହି ଘୋଷଣା କରାଯାଇଛି। କରୋନା ସଂକ୍ରମଣ ଏବଂ ଭିଡ଼କୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ସକାଳ ୬ଟାରୁ ଜାନୁଆରୀ ୨ ତାରିଖ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।

ତେବେ କୋଭିଡ୍‌ କଟକଣା ମଧ୍ୟରେ ଦୈନଦିନ ନୀତିକାନ୍ତି ସମାପନ କରାଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସୀମିତ ସେବାୟତ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ। ମନ୍ଦିର ବନ୍ଦ ସମୟ ମଧ୍ୟରେ ପୀଠରେ ୧୪୪ ଧାରା ବଜାୟ ରହିବ ବୋଲି ଉପ ଜିଲାପାଳ ତଥା ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ମନୋଜ କୁମାର ପାତ୍ର ସୂଚନା ଦେଇଛନ୍ତି। ପୀଠରେ ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ମୃତୟନ କରାଯିବ ବୋଲି ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri