Posted inଭଦ୍ରକ

ଆରଡ଼ିରେ ପୋଲିସ ଛାଉଣୀ

ଆରଡ଼ି, ୧୧।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ପୀଠରେ ଚଳିତବର୍ଷ ବିନା ଭକ୍ତରେ ମହାଶିବରାତ୍ରି ପାଳନ କରାଯିବ। ବୁଧବାର ସକାଳ ୭ଟାରୁ ଶୁକ୍ରବାର ସକାଳ ୭ଟା ପର୍ଯ୍ୟନ୍ତ ପୀଠରେ ୧୪୪ ଧାରା ବଳବତ୍ତର ରହିବ ବୋଲି ଆରଡ଼ି ଫାଣ୍ଡି ପୋଲିସ ପକ୍ଷରୁ ମଙ୍ଗଳବାର ପୀଠ ଓ ଏହା ଆଖପାଖ ଅଞ୍ଚଳରେ ଡାକବାଜି ଯନ୍ତ୍ରରେ ଘୋଷଣା କରାଯାଇଥିଲା। କୋଭିଡ୍‌ ନିୟମକୁ ଦୃଷ୍ଟିରେ ରଖି ମହାଶିବରାତ୍ରି ପୂର୍ବରୁ ବୁଧବାର ଆରଡ଼ିରେ ପୋଲିସ ଛାଉଣୀ କରାଯାଇଛି। ପ୍ରଶାସନ ନିଷ୍ପତ୍ତି ଅନୁସାରେ ପୀଠରେ ପୋଲିସ ମୁତୟନ ହୋଇଛନ୍ତି। ବାବା ଆଖଣ୍ଡଳମଣିଙ୍କୁ ସାଧାରଣ ଦର୍ଶନରେ ରୋକ୍‌ ଲଗାଯାଇଛି। କଟକଣା ସମ୍ପର୍କରେ ଜାଣି ନ ଥିବା ଶ୍ରଦ୍ଧାଳୁମାନେ ପୀଠକୁ ଆସି ନିରାଶ ହୋଇଛନ୍ତି।
ପରମ୍ପରା ଅନୁଯାୟୀ ବୁଧବାର ବାବାଙ୍କ ମନ୍ଦିରରେ ଏକବାର ନୀତି ସମାପନ ହୋଇଛି। ମନ୍ଦିର ଗମ୍ଭୀରା ଗୃହରେ ନୂତନ ଚାନ୍ଦୁଆ ଟଙ୍ଗା ଯିବା ସହ ଫୁଲହାରରେ ମନ୍ଦିର ସଜାଯାଇଛି। ଗୁରୁବାର ମହାଶିବରାତ୍ରିରେ ଭୋର ୪ଟାରେ ପହଡ଼ ଖୋଲାଯାଇ ମଙ୍ଗଳ ଆଳତି କରାଯିବ। ପରେ କନିକା ରାଜାଙ୍କ ଦ୍ୱାରା ପହିଲି ଘର୍ଷଣ ଓ ନିୟମ ଅନୁସାରେ ଅନ୍ୟ ସମସ୍ତ ପୂଜା ଅନୁଷ୍ଠିତ ହେବ। ଅର୍ଦ୍ଧରାତ୍ରରେ ବାବାଙ୍କୁ ସୁନାବେଶରେ ସଜ୍ଜିତ କରାଯିବ, ଅନ୍ତିମ ପ୍ରହରରେ ମହାଦୀପ ଉଠାଯିବ ଓ ଶୁକ୍ରବାର ସକାଳ ୭ଟା ପରଠ


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri