ଦବି ଯାଉଛି ନଦୀବନ୍ଧ ଅସ୍ଥାୟୀ ରାସ୍ତା, ଯିବାକୁ ଭୟ କରୁଛନ୍ତି ଲୋକେ

ସିଂହପୁର,୨୩।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଜରି ପଞ୍ଚାୟତ ନାଉବାଙ୍କ କାମଦେବ ମାହାରା ଘାଇର ସ୍ଥାୟୀ ମରାମତି ପାଇଁ ଦାବି ହେଉଛି। ପ୍ରକାଶ ଯେ ଗତ ପ୍ରଳୟଙ୍କାରୀ ବନ୍ୟାରେ ନାଉବାଙ୍କ କାମଦେବ ମାହାରାରେ ଏକ ବିରାଟ ଘାଇ ସୃଷ୍ଟି ହୋଇଥିଲା। ଏହି ମାହାରା ରାସ୍ତା ଅସ୍ଥାୟୀ ଭାବେ ଯାତାୟାତ ପାଇଁ ମରାମତି କାର୍ଯ୍ୟ କରାଯାଇଛି। ଏହା ଉପରେ ଦୈନିକ ଶହଶହ ଲୋକ ଚଳପ୍ରଚଳ କରୁଥିବାରୁ ଅସ୍ଥାୟୀ ରାସ୍ତାଟି ଦବିଯାଉଛି। ଫଳରେ ଲୋକେ ଭୟଭୀତ ହୋଇ ଯାତାୟାତ କରୁଛନ୍ତି। ଗାଡ଼ିଗୁଡିକ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛି। ବିଭାଗୀୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ରାସ୍ତାର ଗୁରୁତ୍ୱ ପ୍ରତି ଦୃଷ୍ଟି ଦେଇ ଏହାର ସ୍ଥାୟୀ ମରାମତି କାର୍ଯ୍ୟ ବିଳମ୍ବ ହେଲେ ଲୋକେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଅଟକାଇ ମହାନଦୀ ପୋଲ ଉପରୁ ପାଣିକୁ ଡେଇଁ ପଡ଼ିଲେ

କଟକ ଅଫିସ,୨୬ା୯: ମହାନଦୀ ପୋଲ ଉପରୁ ପାଣିକୁ ଡେଇଁ ଜଣେ ନିଖୋଜ ହୋଇଯାଇଛନ୍ତି। ଭୁବନେଶ୍ୱରରୁ କଟକ ଟାଙ୍ଗୀ ଯାଉଥିବା ବେଳେ ବାଟରେ ପରିସ୍ରା ଲାଗୁଥିବା ଡ୍ରାଇଭରଙ୍କୁ...

ମହାଶିବରାତ୍ରିରେ ଅଘଟଣ: ଜଟିଆ ବାବା ପାହାଡ଼ରୁ ଖସିଲା ପଥର, ୨୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ

ରାଉରକେଲା ଅଫିସ/କୁଆଁରମୁଣ୍ଡା,୨୧।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟୁରିଖମଣ ପଞ୍ଚାୟତ ସୀମାନ୍ତବର୍ତ୍ତୀ ଜଟିଆବାବା ମନ୍ଦିରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମହାଶିବରାତ୍ରି ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କ...

ବାରବାଟୀ ଦିନିକିଆ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଗୃହ ରାଷ୍ଟ୍ର ମନ୍ତ୍ରୀ

କଟକ ଅଫିସ,୭।୧୨: ବାରବାଟୀରେ ଆସନ୍ତା ୨୨ ତାରିଖରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଅନୁଷ୍ଠିତ ହେବ। ମ୍ୟାଚ୍‌ର ସଫଳ ଆୟୋଜନ ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)...

‘ବିଜେଡି ଅହଂକାରୀ ହୋଇଯାଇଛି’

ଅନୁଗୋଳ ଅଫିସ,୧୫।୩ ରାଜ୍ୟରେ ବିଜେଡିର ଗୁଣ୍ଡାଗର୍ଦ୍ଦି ଓ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଉପରେ ଜାଣିଶୁଣି ଗାଡି ଚଢ଼େଇଦେବା ଘଟଣାର ପ୍ରତିବାଦରେ ଅନୁଗୋଳ ଜିଲା...

ଗୁରୁଦିବସ ପାଳନ ପଡ଼ିଲା ମହଙ୍ଗା: ଫେସ୍‌ବୁକ୍‌ରେ ଫଟୋ ଭାଇରାଲ ପରେ ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୁଆଁରମୁଣ୍ଡା,୭।୯(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି। ଏହି ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବନ୍ଦକରାଯାଇଛି। ଛାତ୍ରୀ,...

ଯାଜପୁର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ : ତିତ୍‌ଲି ନାମରେ ଦେଢ଼ କୋଟି ଆତ୍ମସାତ୍‌

ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗରେ ଏସ୍‌ଆରସି (ସ୍ପେଶିଆଲ ରିଲିଫ କମିଶନର) ପାଣ୍ଠିରୁ ତିତ୍‌ଲି ନାମରେ ଆବଣ୍ଟିତ...

ଲକ୍‌ଡାଉନ୍‌ ସ୍ଥିତି: ତେଲେଙ୍ଗାନାରେ ଫସିଛନ୍ତି ୫୦ ଓଡ଼ିଆ ଶ୍ରମିକ

ବିନିକା,୨୬।୩(ଡି.ଏନ୍‌.ଏ.): କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବାରୁ ଦେଶରେ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ହାଇଦ୍ରାବାଦ ତେଲେଙ୍ଗାନାରେ ସୁବର୍ଣ୍ଣପୁର ଜିଲା ବିନିକା...

ବଣ୍ଡାଘାଟିରେ ଜଳକଷ୍ଟ: ବର୍ଷାଦିନେ ବି ଚୁଆପାଣି ଭରସା

ଗୋବିନ୍ଦପାଲି,୨୨ା୭(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ବର୍ଷାଦିନେ ମଧ୍ୟ ଲୋକେ ଚୁଆପାଣି ଉପରେ ନିର୍ଭର କରୁଛନ୍ତି।...

Advertisement
Archives

Model This Week