Posted inଜାତୀୟ

ଫେବୃୟାରୀ ୨ ପର୍ଯ୍ୟନ୍ତ ଦିଲ୍ଲୀ ସୀମାରେ ଇଣ୍ଟରନେଟ ସେବା ବନ୍ଦ

ନୂଆଦିଲ୍ଲୀ,୧ ।୨: କୃଷକ ଆନ୍ଦୋଳନକୁ ନେଇ ରାଜଧାନୀ ଦିଲ୍ଲୀ ଏବେ ଏକ ପ୍ରକାର ଅଶାନ୍ତ ହୋଇପଡିଛି କହିଲେ ଚଳେ । ୨୬ ଜାନୁୟାରୀ ପରଠାରୁ ଏଠାରେ ଏକ ପ୍ରକାର ଅଶାନ୍ତି ଲାଗି ରହିଛି । ତେଣୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଛି । ସୋମବାର ପୁଣିଥରେ ଦିଲ୍ଲୀର ସିନ୍ଧୁ, ଗାଜିପୁର ଓ ଟିକରି ସୀମାରେ ଫେବୃୟାରୀ ୨ ରାତି ୧୧ଟା ପର୍ଯ୍ୟନ୍ତ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଥିବା ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ କହିଛି । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ନେଇ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେଲା ଦିଲ୍ଲୀ ସୀମାରେ କୃଷକମାନେ ଆନ୍ଦୋଳନ କରିଥିବା ବେଳେ ଏହାକୁ ନେଇ ସରକାରଙ୍କ ସହ କଥାବାର୍ତ୍ତା ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହାର କୌଣସି ସମାଧାନ ବାହାରି ପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri