Posted inଜାତୀୟ

ଭାରତୀୟ କୁସ୍ତି ସଂଘର କାର୍ଯ୍ୟ ପରିଚାଳନା ପାଇଁ ଆଡ ହକ୍ କମିଟି ଗଠନ କଲା ଭାରତୀୟ ଅଲମ୍ପିକ ଆସୋସିଏସନ

ନୂଆଦିଲ୍ଲୀ,୨୭।୧୨ : ଭାରତୀୟ କୁସ୍ତି ସଂଘକୁ ନିଲମ୍ବନ କରିବାର କିଛି ଦିନ ପରେ ଆଡ ହକ୍ କୁସ୍ତି କମିଟି ଗଠନ କରିଛି କ୍ରୀଡା ମନ୍ତ୍ରଳାୟ। ବିରୋଧ ପ୍ରଦର୍ଶନ ମଧ୍ୟରେ କୁସ୍ତି ସଂଘକୁ ନିଲମ୍ବନ କରିଦିଆଯାଇଥିଲା। ଡବ୍ଲୁଏଫ୍ଆଇର ନବ ନିର୍ବାଚିତ ପ୍ରଶାସନକୁ ନିଲମ୍ବନ କରିବାର କିଛି ଦିନ ପରେ ଭାରତୀୟ ଅଲିମ୍ପିକ୍ ଆସୋସିଏସନ୍(ଆଇଓଏ) ରେସଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆ (ଡବ୍ଲୁଏଫ୍ଆଇ) ର କାର୍ଯ୍ୟ ପରିଚାଳନା ପାଇଁ ଏକ ଅସ୍ଥାୟୀ କମିଟି ଗଠନ କରିଛି।

ଏହି କମିଟିର ନେତୃତ୍ୱ ନେଉଛନ୍ତି ଭୁପିନ୍ଦର ସିଂ ବାଜୱା। ଏମଏମ ସୋମାୟା ଏବଂ ମଞ୍ଜୁଶା କାନୱାର ଏହାର ସଦସ୍ୟ ରହିଛନ୍ତି। ନ୍ୟାୟପୂର୍ଣ୍ଣ ଖେଳ, ଉତ୍ତରଦାୟିତ୍ୱ ଏବଂ ସ୍ୱଚ୍ଛତା ନିଶ୍ଚିତ କରିବାକୁ ଏହା ଏକ ନୂତନ ଅସ୍ଥାୟୀ କମିଟି ନିଯୁକ୍ତ କରୁଛି ବୋଲି ଆଇଓଏ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri