ଓଲଟିଲା ବରଯାତ୍ରୀ ଗାଡ଼ିି

ବାରିପଦା ଅଫିସ,୨୮ା୪- ମୟୂରଭଞ୍ଜ ଜିଲା ବାରିପଦା-ଉଦଳା ୧୯ନଂ. ରାଜ୍ୟ ରାଜପଥର ଚାଉଳିଆଶୋଳଠାରେ ଗୁରୁବାର ରାତି ୧୦ଟାରେ ଏକ ବରଯାତ୍ରୀ ଗାଡ଼ି ଓଲଟି ୧୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲକୁ ପଠାଇଛନ୍ତି।
ସୂଚନା ଅନୁଯାୟୀ, କମଳାଶୋଳ ଗ୍ରାମରୁ ଏକ ଟାଟା ଏସିଇରେ ବରଯାତ୍ରୀ ଦଳ ବାରିପଦାର ନୁରୁଡିହିକୁ ଯାଉଥିଲେ। ତେବେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଗାଡ଼ି ତଳେ ଚାପି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଗାଡ଼ିଟି ରାସ୍ତା ଉପରେ ପଡ଼ିରହିବାରୁ କିଛି ସମୟ ପାଇଁ ଯାତାୟତ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri