Posted inଜାତୀୟ

ଭଡ଼ାଟିଆ ନୁହନ୍ତି ମାଲିକ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧।୪: ଭଡ଼ାରେ ରହୁଥିବା ଭଡ଼ାଟିଆ ଏବେ ଆଉ ଘର ଛାଡ଼ିବା ପାଇଁ ମାଲିକଙ୍କୁ ନାଲି ଆଖିଦେଖାଇ ଆଇନର ଆଶ୍ରୟ ନେଇପାରିବେ ନାହିଁ। ସୁପ୍ରିମ୍‌କୋର୍ଟ ଏକ ମାମଲାର ବିଚାର କରି କହିଛନ୍ତି ଯେ, ଭଡ଼ାଟିଆ କେବଳ ଭଡ଼ାରେ ରହୁଥିବା ଜଣେ ବ୍ୟକ୍ତି ବିଶେଷ। ସେ ଘରର ମାଲିକ ନୁହନ୍ତି। ମାଲିକ ଘର ଛାଡ଼ିବାକୁ କହିଲେ ସେ ତାହା ମାନିବାକୁ ବାଧ୍ୟ। ବିଚାରପତି ରୋହିଙ୍ଗଟନ୍‌ ଏଫ୍‌ ନରିମନ୍‌ଙ୍କ ନେତୃତ୍ୱରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏଭଳି ରାୟ ଦେଇଛନ୍ତି। ଦିନେଶ ନାମକ ଜଣେ ଭଡ଼ାଟିଆ ଘର ଛାଡ଼ିବାକୁ ନେଇ ମାଲିକଙ୍କୁ ନାନା ପ୍ରକାର ହଇରାଣ କରୁଥିଲେ। ଶେଷରେ ମାଲିକଙ୍କୁ ବିରୋଧରେ ମାମଲା ଦାଏର କରିଥିଲେ। ତେବେ ଏହାର ବିଚାର କରି ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ସମ୍ପୃକ୍ତ ଭଡ଼ାଟିଆଙ୍କୁ ବକେୟା ଭଡ଼ା ପୈଠ କରିବାକୁ ପଡ଼ିବ। ଏହା ସହିତ ସେ ମାଲିକଙ୍କ ପକ୍ଷରୁ ଦିଆଯାଇଥିବା ସମୟ ସୀମା ମଧ୍ୟରେ ଘର ଖାଲି କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri