Posted inଖେଳ

କୋଚ୍‌ଙ୍କ ଜନ୍ମବାର୍ଷିକୀରେ ହୃଦୟସ୍ପର୍ଶୀ ଫଟୋ ଶେୟାର କଲେ ସଚିନ

ମୁମ୍ବାଇ,୩ା୧୨- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବ୍ୟାଟ ଧରିବା ଶିଖାଇଥିବା କୋଚ୍‌ ରମାକାନ୍ତ ଆଚରେକରଙ୍କ ଗୁରୁବାର ୮୮ତମ ଜନ୍ମବାର୍ଷିକୀ। ଏହି ଅବସରରେ ଏକ ହୃଦୟସ୍ପର୍ଶୀ ଫଟୋ ଟୁଇଟ୍‌ କରିଛନ୍ତି ଅନ୍ତର୍ଜାତୀୟ କ୍ରିକେଟର ବ୍ୟାଟିଂ ରେକର୍ଡଧାରୀ ସଚିନ। ମୋ ହୃଦୟର ସବୁଠୁ ନିକଟତର ବ୍ୟକ୍ତି ଓ ଦକ୍ଷତାକୁ ପ୍ରଥମେ ବୁଝି ପାରିଥିବା ଆଚରେକର ସାର୍‌ଙ୍କୁ ଧନ୍ୟବାଦ ବୋଲି କ୍ୟାପଶନରେ ଲେଖିଛନ୍ତି। ୮୭ ବର୍ଷ ବୟସରେ କ୍ରିକେଟ ଜଗତର ଅନ୍ୟତମ କୋଚଙ୍କ ଗତ ବର୍ଷ ଜାନୁୟାରୀ ୨ ତାରିଖରେ ପରଲୋକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri