Posted inଖେଳ

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ ମଧ୍ୟରେ ସନ୍ତୁଳନ ବଜାୟ ରଖିବା ପାଇଁ କିଛି ପରିବର୍ତ୍ତନ କରିବାକୁ ପ୍ରସ୍ତାବ ଦେଇଛନ୍ତି। ୨୦୨୩ରେ ଲାଗୁ ହୋଇଥିବା ଇମ୍ପାକ୍ଟ ପ୍ଲେୟାର ନିୟମ ଦଳଗୁଡ଼ିକୁ ପ୍ଲେଇଂ ଇଲେଭେନରେ ସ୍ଥାନ ପାଇଥିବା ଯେକୌଣସି ଖେଳାଳିଙ୍କ ବଦଳରେ ପୂର୍ବରୁ ଦିଆଯାଇଥିବା ୫ ଖେଳାଳିଙ୍କ ତାଲିକାରୁ ଯେକୌଣସି ସମୟରେ ସବ୍‌ଷ୍ଟିଚ୍ୟୁଟ କରିବାକୁ ଅନୁମତି ପ୍ରଦାନ କରୁଛି।

ଆଇପିଏଲ୍‌ ନିୟମରେ କିଛି ପରିବର୍ତ୍ତନ କରାଯିବାର ଆବଶ୍ୟକତା ରହିଛି। ଇମ୍ପାକ୍ଟ ପ୍ଲେୟାର ନିୟମକୁ ବାଦ୍‌ ଦିଆଯିବା ଦରକାର। ଟି୨୦ ଫର୍ମାଟରେ କେବଳ ୨୦ ଓଭର ଖେଳିବାକୁ ମିଳୁଥିବା ବେଳେ ବ୍ୟାଟିଂ ଲାଇନ-ଅପରେ ଆଉ ଜଣେ ବ୍ୟାଟରଙ୍କୁ ସାମିଲ କରିବା ବୋଲରଙ୍କ ଲାଗି ଅନ୍ୟାୟ। ଏହି ଫର୍ମାଟରେ ବୋଲରଙ୍କୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ୁଥିବା ବେଳେ ଏହା ସେମାନଙ୍କ ସମସ୍ୟାକୁ ବଢ଼ାଇ ଦେଉଛି। ଏହା ଅସନ୍ତୁଳନ ବୋଲି ସଚିନ ଇଏସ୍‌ପିଏନ୍‌କ୍ରିକଇନ୍‌ଫୋ ଆଓ୍ବାଡର୍‌ସରେ କହିଛନ୍ତି। ଏପରିକି ପାଓ୍ବାରପ୍ଲେ ଢାଞ୍ଚାରେ ପରିବର୍ତ୍ତନ ସମ୍ପର୍କରେ ମଧ୍ୟ ସଚିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ଗୋଟିଏ ଦିନରେ ୪୮ ଜୁଆ ଆଡ୍ଡାରେ ଚଢ଼ାଉ: ୨୮୭ ଜୁଆଡ଼ି ଗିରଫ, ୯ ଲକ୍ଷ ଟଙ୍କା ଜବତ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପାର୍ବଣ ଋତୁରେ ଗଞ୍ଜାମ ଜିଲାରେ ଜୁଆ ଖେଳ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ହୋଇଛି। ଗତ ୫ ଦିନ ମଧ୍ୟରେ ଗଞ୍ଜାମ…

କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ବଟେଶ୍ୱର ରାସ୍ତା ନିର୍ମାଣ ଦାବି ତେଜିଲା

ଗଞ୍ଜାମ,୨୫ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ନିକଟ ବଟେଶ୍ୱର ପୀଠକୁ ହୁମାଠାରୁ ସଂଯୋଗ ରାସ୍ତା ଶୋଚନୀୟ ଅବସ୍ଥା ହୋଇପଡିଛି। କିଛି ଦିନ ପରେ…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

ଦୁର୍ଘଟଣାକୁ ନେଇ ତେଜିଲା ଅସନ୍ତୋଷ, କ୍ରସରରେ ତାଲା ପକାଇଲେ ଗ୍ରାମବାସୀ

ବଲାଙ୍ଗୀର,୨୫।୧୦(ସୁନିଲ କୁମାର ମହାନ୍ତି): ଏକ ଦୁର୍ଘଟଣାକୁ କେନ୍ଦ୍ର କରି ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ସହ କ୍ରସରରେ ତାଲା ପକାଇଲେ ଆନ୍ଦୋଳନ କରିଛନ୍ତି। ଏହି ଘଟଣା ଘଟିଛି…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?