ଇନଫୋସିସ୍‌ର ବ୍ରାଣ୍ଡ ଆମ୍ବାସାଡର ହେଲେ ଟେନିସ ଷ୍ଟାର୍‌ ରାଫେଲ ନାଡାଲ

ନୂଆଦିଲ୍ଲୀ,୨୪।୮: ବିଶ୍ୱର କିମ୍ବଦନ୍ତୀ ଟେନିସ ତାରକା ରାଫେଲ ନାଡାଲଙ୍କୁ ଆଇଟି କମ୍ପାନୀ ଇନଫୋସିସ୍‌ର ବ୍ରାଣ୍ଡ ଆମ୍ବାସାଡର କରାଯାଇଛି। ଷ୍ଟକ ଏକ୍ସଚେଞ୍ଜ ସହିତ ଜଡିତ ଏକ ନିୟାମକପତ୍ରରେ ଇନଫୋସିସ ଏହା ପ୍ରକାଶ କରିଛି। ନାଡାଲଙ୍କ ସହ ଇନଫୋସିସ ୩ ବର୍ଷର ଚୁକ୍ତି କରିବ। ଇନଫୋସିସ ସହିତ ହୋଇଥିବା ଏହି ଚୁକ୍ତି ଉପରେ ରାଫେଲ ନାଡାଲ କହିଛନ୍ତି ଯେ, ଇନଫୋସିସ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରି ମୁଁ ବହୁତ ଖୁସି।
ସ୍ପେନର ୩୭ ବର୍ଷିୟ ରାଫେଲ ନାଡାଲ ଅତୀତରେ ଏଟିପି ର଼୍ୟାଙ୍କିଙ୍ଗରେ କ୍ରମାଗତ ୨୦୯ ସପ୍ତାହ ପାଇଁ ଏକ ନମ୍ବର ସ୍ଥାନରେ ରହିଥିଲେ। ସେ ୧୪ଟି ଫ୍ରେଞ୍ଚ ଓପନ ଟାଇଟଲ ସହିତ ୨୨ଟି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଜିତିଛନ୍ତି। ଗତ ଏକ ଦଶନ୍ଧି ଧରି ରୋଜର ଫେଡେରରଙ୍କ ସହ ନାଡାଲ ଟେନିସ ଜଗତରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?