ଚିକିତ୍ସା ଅବହେଳାରୁ ଚାଲିଗଲା ମହିଳାଙ୍କ ଜୀବନ, ଟାଙ୍ଗୀ ଡାକ୍ତରଖାନାରେ ଚାପା ଉତ୍ତେଜନା

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନାରେ ରବିବାର ଚାପା ଉତ୍ତେଜନା ଦେଖାଦେଇଛି। ଲୋକମାନଙ୍କୁ ବୁଝାସୁଝା କରାଯାଉଥିଲେ ହେଁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି।

ସୂଚନାନୁଯାୟୀ, ଟାଙ୍ଗୀ ଥାନା ଅନ୍ତର୍ଗତ ବଡ଼ପାରି ଗ୍ରାମର ଅନୁସୟା ମହାରଣା(୪୯) ଘର ବାରି ପଟେ କାମ କରୁଥିବା ବେଳେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡି ଦେଇଥିଲା। ଏଥିରେ ସେ ଗୁରୁତର ହୋଇଥିଲେ। ତାଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ଅବହେଳାରୁ ସମ୍ପୃକ୍ତ ମହିଳାଙ୍କର ମୃତ ଘଟିଛି ବୋଲି ପରିବାର ଓ ଗ୍ରାମ ବାସୀ ଅଭିଯୋଗ କରିଛନ୍ତି। ଏନେଇ ଟାଙ୍ଗୀ ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଛି। ଘଟଣା ସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ବୁଝା ସୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Budget 2026 Gold Silver Rate: ବଜେଟ ପୂର୍ବରୁ ସୁନା-ରୂପାକୁ ନେଇ ବଡ଼ ଖବର, କିଣିବାକୁ ଚାହୁଁଥିଲେ…

ନୂଆଦିଲ୍ଲୀ,୧।୨: ବଜେଟ ଉପସ୍ଥାପନ ପୂର୍ୱରୁ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଫେବୃଆରୀ 1, 2026 ରେ, ଦିଲ୍ଲୀରେ 24 କ୍ୟାରେଟ ସୁନା ପ୍ରତି…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

Budget 2026: ବଜେଟ୍‌ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…

ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…

New Rules 1 February 2026: ବଜେଟ ପୂର୍ବରୁ ସିଗାରେଟଠାରୁ LPG ପର୍ଯ୍ୟନ୍ତ ବଢିଲା ଏସବୁର ଦର

ନୂଆଦିଲ୍ଲୀ,୧।୨: ପ୍ରତି ମାସରେ, ପ୍ରତ୍ୟେକ ମାସର ପ୍ରଥମ ତାରିଖରେ କିଛି ପରିବର୍ତ୍ତନ ଘଟେ, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଇଥାଏ। ରବିବାର ଅର୍ଥାତ…

ଇତିହାସ ରଚିବେ ସୀତାରାମନ୍‌, ଶସ୍ତା ହୋଇପାରେ ଏସବୁ ଜିନିଷ!

ନୂଆଦିଲ୍‌ଲୀ,୧।୨: କୋଟି କୋଟି ଦେଶବାସୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ସଂସଦରେ ଦେଶର ବାର୍ଷିକ ଖର୍ଚ୍ଚ ଖୋଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସକାଳ ୧୧ଟାରେ ଲୋକ ସଭାରେ…

Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍‌ଙ୍କ ୯ମ ବଜେଟ

ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri