Posted inଜାତୀୟ

ପୋଷ୍ଟର ବିବାଦକୁ ନେଇ ହିଂସା: ଶିମୋଗାରେ ୧୪୪

ବେଙ୍ଗାଲୁରୁ,୧୫।୮: କର୍ନାଟକ ଶିମୋଗାରେ ପୋଷ୍ଟର ହଟାଇବାକୁ ନେଇ ସୋମବାର ହିଂସାକାଣ୍ଡ ଘଟିଛି। ଏନେଇ ଅଞ୍ଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯିବା ସହ ପୋଲିସ ଫୋର୍ସ ମୁତୟନ କରଯାଇଛି। ସୂଚନାଯୋଗ୍ୟ, ସ୍ବାଧୀନତା ଦିବସ ଅବସରରେ କିଛି ଯୁବକ ଲାଗିଥିବା ବୀର ସାବରକରଙ୍କ ପୋଷ୍ଟରକୁ ହଟାଇ ଟିପୁ ସୁଲତାନଙ୍କ ପୋଷ୍ଟର ଲଗାଇବାକୁ ଚେଷ୍ଟା କରିଥିଲେ। ଏନେଇ ଅନ୍ୟ ଏକ ଗୋଷ୍ଠୀ ଏହାକୁ ବିରୋଧ କରିବା ଫଳରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ଏପରିକି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଯାଇ ପୋଲିସ ଲାଠିଚାର୍ଜ କରିଥିବା ଜଣାପଡ଼ିଛି। ବର୍ତ୍ତମାନ, ସମଗ୍ର ଶିମୋଗା ସହରରେ ଧାରା ୧୪୪ ଲାଗୁ କରାଯାଇ ଲୋକଙ୍କୁ ଶାନ୍ତି ରକ୍ଷା କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି।...

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ...

National Herald Case: ସୋନିଆ-ରାହୁଲଙ୍କୁ ଆଶ୍ୱସ୍ତି, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୬।୧୨: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ରାଉଜ୍ ଆଭେନ୍ୟୁ...

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ...

୪୦ ବର୍ଷ ପରେ ମହିଳାଙ୍କ କାହିଁକି ଅଧିକ କେଶ ଝଡ଼େ? ଜାଣନ୍ତୁ ପ୍ରତିକାର

ପୁରୁଷ ହେଉ କି ମହିଳା, କେଶ ଝଡ଼ିବା ଏକ ସାଧାରଣ ସମସ୍ୟା। ତଥାପି ୪୦ ବର୍ଷ ବୟସ ପରେ ମହିଳାମାନଙ୍କର କେଶ ଝଡ଼ିବାର ସମ୍ଭାବନା ଅଧିକ...

VIDEO: ଆତଙ୍କବାଦୀଙ୍କୁ କାବୁ କରିଥିବା ଅହମ୍ମଦଙ୍କୁ ‘ଅଷ୍ଟ୍ରେଲିଆର ପ୍ରକୃତ ହିରୋ’ ବୋଲି କହିଲେ ପ୍ରଧାନମନ୍ତ୍ରୀ ଆଲବାନିଜ୍‌

ସିଡନୀ,୧୬।୧୨: ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି...

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ...

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri