Posted inଜାତୀୟ

ପୋଷ୍ଟର ବିବାଦକୁ ନେଇ ହିଂସା: ଶିମୋଗାରେ ୧୪୪

ବେଙ୍ଗାଲୁରୁ,୧୫।୮: କର୍ନାଟକ ଶିମୋଗାରେ ପୋଷ୍ଟର ହଟାଇବାକୁ ନେଇ ସୋମବାର ହିଂସାକାଣ୍ଡ ଘଟିଛି। ଏନେଇ ଅଞ୍ଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯିବା ସହ ପୋଲିସ ଫୋର୍ସ ମୁତୟନ କରଯାଇଛି। ସୂଚନାଯୋଗ୍ୟ, ସ୍ବାଧୀନତା ଦିବସ ଅବସରରେ କିଛି ଯୁବକ ଲାଗିଥିବା ବୀର ସାବରକରଙ୍କ ପୋଷ୍ଟରକୁ ହଟାଇ ଟିପୁ ସୁଲତାନଙ୍କ ପୋଷ୍ଟର ଲଗାଇବାକୁ ଚେଷ୍ଟା କରିଥିଲେ। ଏନେଇ ଅନ୍ୟ ଏକ ଗୋଷ୍ଠୀ ଏହାକୁ ବିରୋଧ କରିବା ଫଳରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ଏପରିକି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଯାଇ ପୋଲିସ ଲାଠିଚାର୍ଜ କରିଥିବା ଜଣାପଡ଼ିଛି। ବର୍ତ୍ତମାନ, ସମଗ୍ର ଶିମୋଗା ସହରରେ ଧାରା ୧୪୪ ଲାଗୁ କରାଯାଇ ଲୋକଙ୍କୁ ଶାନ୍ତି ରକ୍ଷା କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଛୁରୀକୁ ଖାଇଦେଲା ବାଘ! ଗାଁରେ ଖେଲିଗଲା ଆତଙ୍କ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ଆମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଉକ୍ତ ବ୍ଲକ ଅନ୍ତର୍ଗତ କର୍ଲା ଗ୍ରାମର ଗୋପାଳ ଭୋଇଙ୍କ ଗୁହାଳରେ…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା…

ଡାଇନୋସର ଯୁଗରୁ ଚାଲିଛି ‘ମେ-ଫ୍ଲାଇ’ର ନୃତ୍ୟ: ରହସ୍ୟ ଉନ୍ମୋଚନକଲେ ଗବେଷକ

ଲଣ୍ଡନ, ୩୦ା୪:ପୃଥିବୀରେ ଡାଇନୋସରଙ୍କ ଆଗମନର ବହୁ କୋଟି ବର୍ଷ ପୂର୍ବର ପୁରୁଣା ହେଉଛି କ୍ଷୁଦ୍ର ପତଙ୍ଗ ‘ମେ-ଫ୍ଲାଇ’। ଏହି ପତଙ୍ଗର ବିଚିତ୍ର ଉଡ଼ାଣ ଶୈଳୀ ବା ‘ନୃତ୍ୟ’…

ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ…

୨୦୩୦ ସୁଦ୍ଧା ଚନ୍ଦ୍ରରେ ବସତି ସ୍ଥାପନ ପ୍ରସ୍ତୁତି: ଫୁଲି ପାରୁଥିବା ଘରେ ରହିବେ ମହାକାଶଚାରୀ

ୱାଶିଂଟନ/ସିଙ୍ଗାପୁର, ୩୦ା୪:ଚନ୍ଦ୍ର ପୃଷ୍ଠରେ ମଣିଷ ରହିବା ଏବେ ଆଉ କେବଳ କଳ୍ପନା ହୋଇ ରହିନାହିଁ। ଆସନ୍ତା ୨୦୩୦ ସୁଦ୍ଧା ଚନ୍ଦ୍ରରେ ଏକ ସ୍ଥାୟୀ ମାନବ ବସତି ସ୍ଥାପନ…

ଆମେରିକା ପାସ୍‌ପୋର୍ଟରେ ଟ୍ରମ୍ପ୍‌ଙ୍କ ଫଟୋ: ବଢୁଛି ଚର୍ଚ୍ଚା

ୱାଶିଂଟନ୍‌, ୩୦ା୪:ଆମେରିକା ପାସ୍‌ପାର୍ଟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଫଟୋ ଦେଖିବାକୁ ମିଳିବ ବୋଲି ମଙ୍ଗଳବାର ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି। ସରକାରୀ ଅନୁଷ୍ଠାନଗୁଡ଼ିକ ଉପରେ ନିଜର ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri