ପାଣି ମିଶା ପେଟ୍ରୋଲକୁ ନେଇ ଉତ୍ତେଜନା

ଆନନ୍ଦପୁର,୧।୧୧(ସ୍ବ.ପ୍ର.) ଦିନକୁ ଦିନ ବର୍ଦ୍ଧିତ ତୈଳ ଦରକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଥିବାବେଳେ ଅପମିଶ୍ରିତ ପେଟ୍ରୋଲକୁ ନେଇ ରବିବାର ଆନନ୍ଦପୁର ପୌରପରିଷଦ ଘସିପୁରା ଠାରେ ଉତ୍ତେଜନା ପ୍ରକାଶ ପାଇଛି। ଘସିପୁରା ଠାରେ ଥିବା ଅରବିନ୍ଦ ଫିଲିଂ ଷ୍ଟେଶନର ପାଣି ମିଶା ପେଟ୍ରୋଲକୁ ନେଇ ଉତ୍ତେଜନା ହୋଇଥିଲା। କଣ୍ଟିିପାଳ ବିରିଡିହାର ଅଜୟ ସେଠିଙ୍କ କହିବା ଅନୁଯାୟୀ, ୧୨୦ ଟଙ୍କାର ତେଲ ପକାଇଥିଲେ। ରାସ୍ତାରେ ଷ୍ଟାର୍ଟ ବନ୍ଦ ହେଇଯିବାରୁ ସୋରୁମ୍‌ରୁ ଗାଡିକୁ ଦେଖାଇବା ପରେ ପେଟ୍ରୋଲରେ ପାଣି ମିଶିଥିବା ଜାଣିବାକୁ ପାଇଥିଲେ। ଏହିଭଳି ସମ୍ପୃକ୍ତ ଟାଙ୍କିରେ ପେଟ୍ରୋଲ ଭରିଥିବା ୨୦ରୁ ଅଧିକ ଲୋକ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଏସମ୍ପର୍କରେ ଅରବିନ୍ଦ ଫିଲିଂ ଷ୍ଟେସନର ମାଲିକ ଅଜୟ ମିଶ୍ରଙ୍କୁ ପଚାରିବାରୁ ଟାଙ୍କିରେ ଆମେ ପାଣି ପୁରାଇନୁ, ପାଣି କେମିତି ଚାମ୍ବରରେ ଲିକ୍‌ କରି ପଶିଥାଇପାରେ ଯେଉଁମାନେ ତେଲ ପକାଇ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ସେମାନଙ୍କୁ କ୍ଷତିପୂରଣ ଦେବାକୁ କହିଛନ୍ତି। ଏହାପରେ ଉତ୍ତେଜନା ହ୍ରାସ ପାଇଥିଲା। ତେବେ ଅଞ୍ଚଳରେ ରହିଥିବା ଟାଙ୍କି ଗୁଡିକର ସୃଷ୍ଟି ହେଉଥିବା ସମସ୍ୟା ଦିଗରେ ବିଧିବଦ୍ଧ ଯାଞ୍ଚ ହୋଇପାରିଲେ ଅପମିଶ୍ରଣ ସମ୍ପର୍କିତ ତଥ୍ୟ ପଦାକୁ ଆସିପାରନ୍ତା ବୋଲି ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri