Posted inଜାତୀୟ

ବଡୋଦରାରେ ସାମ୍ପ୍ରଦାୟିକ ହିଂସା: ୪୦ ଗିରଫ

ବଡୋଦରା,୪।୧୦: ଗୁଜରାଟର ବଡୋଦରାରେ ଗରବା ନାଚ ପରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ହିଂସା ଦେଖାଦେଇଛି। ଏହାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ଦୁଇ ଗୋଷ୍ଠୀ ପରସ୍ପର ଉପରେ ପଥରମାଡ଼ କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଥିଲା। ଏହି ଘଟଣାରେ ପୋଲିସ ମଙ୍ଗଳବାର ୪୦ଜଣଙ୍କୁ ଗିରଫ କରିଛି। ଅନ୍ୟପଟେ ଉକ୍ତ ଅଞ୍ଚଳରେ କୌଣସି ଅପ୍ରିତିକର ପରିସ୍ଥିତି ଯେପରି ନ ଉପୁଜେ ସେଥିପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସୂଚନାଯୋଗ୍ୟ, ସୋମବାର ରାତିରେ ନବରାତ୍ରୀ ଉତ୍ସବ ସମୟରେ ଗରବା ଖେଳିବା ସମୟରେ ଏକ ଗୋଷ୍ଠୀର ୧୫୦ରୁ ୨୦୦ ଲୋକଙ୍କ ଉପରେ ଆକ୍ରମଣ ହୋଇଥିଲା। ଏହାପରେ ଦୁଇ ଗୋଷ୍ଠୀ ପରସ୍ପରଙ୍କୁ ପଥରମାଡ଼ କରିବା ସହ ଅନେକ ଗାଡ଼ିକୁ ଭଙ୍ଗାରୁଜା କରିଥିଲେ। ଏହି ଘଟଣାରେ ପୋଲିସ ମାମଲା ରୁଜୁ କରିବା ସହ ଏପର୍ଯ୍ୟନ୍ତ ୪୦ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri