Posted inଜାତୀୟ

ନିୟନ୍ତ୍ରଣ ରେଖାରେ ଉତ୍ତେଜନା: ନୌଶେରା ସେକ୍ଟରରେ ପାକିସ୍ତାନ ପଟୁ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର, ୨୬।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଶନିବାର ପୂର୍ବାହ୍ନ ୧୧ଟା ୧୫ରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ରାଜୌରୀ ନୌଶେରା ସେକ୍ଟରରେ ପାକିସ୍ତାନ ପଟୁ ଘନଘନ ମୋର୍ଟାର ଶେଲିଂ ମାଡ଼ କରାଯାଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ଉତ୍ତରରେ ଭାରତୀୟ ଯବାନଙ୍କ ପକ୍ଷରୁ ପାଲଟା ଗୁଳିମାଡ଼ କରାଯାଇଛି। ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବାରୁ ଏଲ୍‌ଓସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହାଯୋଗୁ ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଞ୍ଚପ୍ୟାଡ୍‌ରୁ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଜାଣିଶୁଣି ଏଭଳି କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ମାସର ଶିଶୁ ୫ ଜଣଙ୍କ ଜୀବନ ରକ୍ଷା କଲେ

ନୂଆଦିଲ୍ଲୀ,୧୪।୧: କୁହାଯାଏ ଖୁସି ବାଣ୍ଟିଲେ ବଢ଼ିଥାଏ। ଏଭଳି କାର୍ଯ୍ୟ ଜଣେ ୨୦ ମାସର ଶିଶୁ କରିଛନ୍ତି। ସେ ୫ ଜଣ ଲୋକଙ୍କ ଜୀବନ ରକ୍ଷା କରିଛନ୍ତି।...

ରାଫାଲ ଡିଲ୍‌ରେ ମଧ୍ୟସ୍ଥିଙ୍କ ପକେଟକୁ ଯାଇଛି ସିଂହଭାଗ, ଜେପିସି ଯାଞ୍ଚ୍‌ ଦାବି କଲା କଂଗ୍ରେସ …

ନୂଆଦିଲ୍ଲୀ,୪।୭: ଭାରତ ଏବଂ ଫ୍ରାନ୍ସ୍‌ ମଧ୍ୟରେ ହୋଇଥିବା ରାଫାଲ୍‌ ଯୁଦ୍ଧ ବିମାନ ଡିଲ୍‌ରେ ମଧ୍ୟସ୍ଥିଙ୍କ ପକେଟକୁ ସିଂହଭାଗ ଯାଇଛି। ଏନେଇ ଏବେ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

କରୋନା କଟକଣାରେ କୋହଳ କଲେ ପଶ୍ଚିମବଙ୍ଗ ସରକାର

କୋଲକାତା,୩୧ ।୧: କରୋନା କଟକଣାରେ ସାମାନ୍ୟ କୋହଲ କରିଛନ୍ତି ପଶ୍ଚିମବଙ୍ଗ ସରକାର । ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଏଣିକି ନାଇଟ କର୍ଫ୍ୟୁ ରାତି...

ହିମାଚଳରେ କଂଗ୍ରେସ ସରକାର ଗଠନ କଲେ ପ୍ରଥମ କ୍ୟାବିନେଟ ବୈଠକରେ ୧ ଲକ୍ଷ ଚାକିରିକୁ ମିଳିବ ମଞ୍ଜୁରୀ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୪ ।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ହିମାଚଳ ପ୍ରଦେଶରେ ଏକ ନିର୍ବାଚନ ସଭାକୁ ସମ୍ବୋଧନ ଦେବା ଅବସରରେ ନାନା ଘୋଷଣା କରି ପକାଇଛନ୍ତି ।...

ଜମ୍ମୁ-କଶ୍ମୀର ଆଇଡି ଦେଖାଇଲେ ୩୭୦ ଟଙ୍କା ରିହାତି

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଦିଲ୍ଲୀର କନ୍ନଟପ୍ଲେସ୍‌ସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜମ୍ମୁ-କଶ୍ମୀରର ଲୋକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। ସୁସ୍ବାଦୁ ବ୍ୟଞ୍ଜନ ପାଇଁ ଜଣାଶୁଣା ହୋଟେଲ ଆର୍ଡୋର ୨.୧ କଶ୍ମୀରୀଙ୍କ...

ପ୍ରେମିକା ଧୋକା ଦେବାରୁ ଆତଙ୍କବାଦୀ ହେଲେ ଯୁବକ

ଗୁଆହାଟି,୨୭।୧୧: ଆସାମର ଗୋଲପାଡାରେ ୩ ସଂଦିଗ୍ଧ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ଏମାନେ ଆସାମ ଏବଂ ଦିଲ୍ଲୀରେ ଆକ୍ରମଣର ଯୋଜନା କରୁଥିଲେ ବୋଲି ପୋଲିସ କହିଛି।...

ଜନ୍ମଦିନ ଶୁଭେଚ୍ଛା ପାଇଁ ମୋଦିଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ୫୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ ଅନେକ ଶୁଭେଚ୍ଛା ବାର୍ତ୍ତା ଆସି ପହଞ୍ଚୁଛି। ତେବେ...

ଶ୍ରୀଲଙ୍କାକୁ ୧୫ ହଜାର ଲିଟର କିରୋସିନ ପଠାଇଲା ଭାରତ, ୭ ଶହ ଧୀବରଙ୍କୁ ମିଳିବ ସହାୟତା…

ନୂଆଦିଲ୍ଲୀ/କଲମ୍ବୋ, ୩୧।୫ : ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ସବୁଠୁ ବଡ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହୋଇ...

Advertisement
Archives

Model This Week