Posted inଜାତୀୟ

ସୀମାନ୍ତରେ ଉତ୍ତେଜନା: ୟୁପିର ଗଙ୍ଗା ଏକ୍ସପ୍ରେସ୍‌ ୱେରେ ବାୟୁସେନାର ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨ା୫: ଭାରତ-ପାକିସ୍ତାନ ସୀମାନ୍ତରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ବାୟୁସେନା (IAF) ଉତ୍ତର ପ୍ରଦେଶର ଗଙ୍ଗା ଏକ୍ସପ୍ରେସୱେର ଶାହଜହାନପୁର ଜିଲାରେ ନିର୍ମାଣାଧୀନ ୩.୫ କିଲୋମିଟର ଲମ୍ବା ଏକ ହୱାଇ ପଟ୍ଟୀରେ ଶୁକ୍ରବାର ଏକ ଅଭ୍ୟାସ କରି ନିଜର ଯୁଦ୍ଧ ପ୍ରସ୍ତୁତି ଓ ଶକ୍ତି ପ୍ରଦର୍ଶନ କରିଛି। ଏହା ଦେଶର ପ୍ରଥମ ଏକ୍ସପ୍ରେସୱେ ହୱାଇ ପଟ୍ଟୀ ଯାହା ଦିନ ଓ ରାତି ଉଭୟ ସମୟରେ ଯୁଦ୍ଧବିମାନର ଅବତରଣ ଓ ଉଡ଼ାଣ ପାଇଁ ସକ୍ଷମ।

ଏହି ଅଭ୍ୟାସରେ ରାଫେଲ, ସୁଖୋଇ-୩୦ ଏମକେଆଇ, ମିରାଜ-୨୦୦୦, ମିଗ-୨୯, ଜାଗୁଆର ଭଳି ଅତ୍ୟାଧୁନିକ ଯୁଦ୍ଧବିମାନ ଏବଂ ସି-୧୩୦ଜେ ସୁପର ହରକ୍ୟୁଲିସ, ଏଏନ-୩୨ ଓ ଏମଆଇ-୧୭ ଭ୫ ହେଲିକପ୍ଟର ସାମିଲ ହୋଇଥିଲେ। ଏହି ଅଭ୍ୟାସରେ ଯୁଦ୍ଧବିମାନଗୁଡ଼ିକ ମାତ୍ର ଏକ ମିଟର ଉଚ୍ଚତାରେ ନିମ୍ନ ଉଡ଼ାଣ (Low Fly-Past), ଅବତରଣ ଓ ଉଡ଼ାଣ ଅଭ୍ୟାସ କରିଥିଲେ, ଯାହା ବାୟୁସେନାର ଦକ୍ଷତା ଓ ତୀକ୍ଷ୍ଣ ପ୍ରସ୍ତୁତିକୁ ପ୍ରତିଫଳିତ କରିଛି।

ଏହି ଅଭ୍ୟାସ ନେପାଳ ସୀମାନ୍ତଠାରୁ ମାତ୍ର ୧୫୦ କିଲୋମିଟର ଦୂରରେ ହେଉଥିବାରୁ ଏହାର ସାମରିକ ଗୁରୁତ୍ୱ ଆହୁରି ବୃଦ୍ଧି ପାଇଛି। ଏହା ପାହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ-ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ ଦେଶର ପ୍ରତିରକ୍ଷା ପ୍ରସ୍ତୁତିକୁ ଆହୁରି ଦୃଢ଼ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri