ଉତ୍ତର କୋରିଆ-ଦକ୍ଷିଣ କୋରିଆ ମଧ୍ୟରେ ତିକ୍ତତା ଚରମ ସୀମାରେ, ସାମୁଦ୍ରିକ ସୀମାରେ ମୁହାଁମୁହିଁ…

ପ୍ୟୋଙ୍ଗୟାଙ୍ଗ/ସିଓଲ,୨୪।୧୦ : ଉତ୍ତର କୋରିଆ ଏବଂ ଦକ୍ଷିଣ କୋରିଆ ମଧ୍ୟରେ ତିକ୍ତତା କ୍ରମାଗତ ଭାବେ ବୃଦ୍ଧି ପାଉଛି। ସୋମବାର ଉଭୟ ଦେଶ ସାମୁଦ୍ରିକ ସୀମାରେ ମୁହାଁମୁହିଁ ହୋଇ ପରସ୍ପରକୁ ଚେତାବନୀ ଦେଇଛନ୍ତି। ବିବାଦୀୟ ପଶ୍ଚିମ ସାମୁଦ୍ରିକ ସୀମାରେ ଉଭୟପକ୍ଷରୁ ଗୁଳି ବିନିମୟ ଘଟିଛି। ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନଙ୍କ ନିର୍ଦ୍ଦେଶରେ କିଛିଦିନ ତଳେ ହୋଇଥିବା ଆଣବିକ ଅସ୍ତ୍ର ପରୀକ୍ଷଣକୁ ନେଇ ଉତ୍ତେଜନା ବୃଦ୍ଧି ପାଇଥିଲା। ପରେ ଏହାକୁ ନେଇ ଗୁଳି ବିନିମୟ ହୋଇଛି। ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁନ ସିଓକ-ୟେଓଲ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଥିବା ସୂଚନା ଦେଇଛନ୍ତି।

ଦକ୍ଷିଣ କୋରିଆର ଯୁଗ୍ମ ମୁଖ୍ୟଅଧିକାରୀମାନେ ଏକ ବିବୃତ୍ତିରେ କହିଛନ୍ତି ଯେ ଉତ୍ତର କୋରିଆର ଏକ ବାଣିଜ୍ୟ ଜାହାଜକୁ ଅଟକାଇବା ପାଇଁ ଚେତାବନୀ ଭାବରେ ନୌସେନାକ୍ଷରୁଗୁଳି ଚାଳନାକରାଯାଇଛି। ସୋମବାର ସକାଳେ ଉତ୍ତର କୋରିଆ ଜାହାଜଦକ୍ଷିଣକୋରିଆର ସାମୁଦ୍ରିକ ସୀମା ଉଲ୍ଲଂଘନ କରିଛି ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri