ସରିଲା କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ପରିଚାଳକଙ୍କ କାର୍ଯ୍ୟକାଳ

ପାଟଣା,୧ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ାସ୍ଥିତ କେନ୍ଦ୍ର ସମବାୟ ବ୍ୟାଙ୍କ ସାହାରପଡ଼ା ଶାଖା ପରିଚାଳକ ଦୀନବନ୍ଧୁ ମିଶ୍ର ଚାକିରିରୁ ରବିବାର ଅବସର ଗ୍ରହଣ କରିଛନ୍ତି। ଏଥି ପାଇଁ ସହାରପଡ଼ା ଶାଖା ପରିସରରେ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ଓ ବ୍ୟାଙ୍କ କର୍ମଚାରୀଙ୍କ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।

ମିଶ୍ର ୧୯୮୪ରେ ସମବାୟ ସମିତିରେ ଯୋଗ ଦେଇ କାର୍ଯ୍ୟ ଆରମ୍ଭ କରିଥିଲେ। ୨୦୧୨ରେ ସାହାରପଡ଼ା କେନ୍ଦ୍ର ସମବାୟ ବ୍ୟାଙ୍କରେ ଶାଖା ପରିଚାଳକ ଭାବେ ଯୋଗଦେଇଥିଲେ। ସେ ଜଣେ ଜଣାଶୁଣା ସମବାୟବିତ୍‌ ଭାବେ ଜିଲାରେ ତାଙ୍କର ପରିଚିତି ରହିଛି। ତାଙ୍କ କାର୍ଯ୍ୟ କାଳ ସମୟରେ ନିଷ୍ଠାର ସହିତ କାର୍ଯ୍ୟ କରି କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ସାହାରପଡ଼ା ଶାଖାକୁ ଜିଲାରେ ଏକ ନମ୍ବର କରିବାରେ ସଫଳ ହୋଇଥିଲେ। ଅବସରକାଳୀନ ବିଦାୟ ସଭାରେ ସାହାରପଡ଼ାବାସୀ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହାଟଡ଼ିହିରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ: ପ୍ରତିଯୋଗିତାରେ ବିଜେତା ଛାତ୍ରୀଛାତ୍ର ଜିଲା…

ହାଟଡିହୀ/ଛେନାପଦୀ,୨୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଉଚ୍ଚ ବିଦ୍ୟାଳୟରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ହିନ୍ଦୀ ଶିକ୍ଷୟତ୍ରୀ ମିତାରାଣୀ ବିଶ୍ୱାଳଙ୍କ…

ସୁଆମ ଶାସନରେ ହରିହାଟ, ଗୀତାପାଠ ସହ…

ପାଟଣା,୨୩ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସୁଆମ ଶାସନ ମଣ୍ଡପରେ ହରିହାଟ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମଣ୍ଡପରେ ରାମ, ଲକ୍ଷ୍ମଣ, ସୀତା…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?