ମଥୁରା ଛକରେ ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବ ଆଇନଜୀବୀ

ଜୁନାଗଡ଼,୧୧।୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଛକ ନିକଟରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବ ଆଇନଜୀବୀଙ୍କ ମୃତ୍ୟୁ ଘଟିଛି। ମୃତ ଆଇନଜୀବୀଙ୍କ ନାମ ରୁଦ୍ର କୃପା ଖମାରୀ (୨୫) ହୋଇଥିବାବେଳେ ତାଙ୍କ ଘର ଜୁନାଗଡ଼ ଥାନା ଅନ୍ତର୍ଗତ ଦାସିଗାଁରେ ବୋଲି ଜଣାପଡିଛି। ରାତିରେ ସେ ବାଇକରେ ଫେରୁଥିବାବେଳେ ବାଟରେ ମଥୁରା ଛକ ନିକଟ ରାସ୍ତା ପାର୍ଶରେ ଥିବା ଏକ ତାଳ ଗଛରେ ଭାରସାମ୍ୟ ହରାଇ ପିଟିହୋଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ପରଲୋକ ଖବର ଶୁଣି ଜୁନାଗଡ଼ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ମଙ୍ଗଳବାର ଅଞ୍ଚଳର ଶତାଧିକ ସଚେତନ ନାଗରିକ କମ୍ପାନୀ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri