ରୁପାଲି ଛକରେ ଭୟଙ୍କର ଦୁର୍ଘଟଣା: ଆମ ବସ୍‌ ନେଲା ଜୀବନ

ଭୁବନେଶ୍ୱର,୩।୧: ପୁଣି ଆମ ବସ୍‌ ନେଲା ଜୀବନ। ଭୁବନେଶ୍ୱର ରୁପାଲି ଛକ ଟ୍ରାଫିକ୍‌ ଉପରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଅଟୋ ପଛରୁ ପିଟିଲା ଆମ ବସ୍‌। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ହୋଛନ୍ତି । ମୃତକ ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଯାଇଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଡିସିପି ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍‌ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…

କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri