ଭୟଙ୍କର ଦୁର୍ଘଟଣା: ଚାରି ଜଣଙ୍କ ଉପରେ ମାଡିଗଲା ବସ୍‌

ଯାଜପୁର,୨୩।୧୧: ଭୟଙ୍କର ଦୁର୍ଘଟଣା। ଜଣଙ୍କୁ ନୁହେଁ ଏକାବେଳକେ ଚାରି ଚାରି ଜତଣଙ୍କୁ ଧକ୍କା ଦେଲା ହରଗୋୖରୀ ନାମକ ଘରୋଇ   ବସ୍‌। ଏଥିରେ  ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଯାଜପୁର ଓ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ସଦର ଥାନା ବରୀ-ବରୁଆଁ ରାସ୍ତା କୁଜାଲା ନିକଟରେ। ରାସ୍ତା କଡ଼ରେ ମର୍ଣ୍ଣିଂୱାକ କରିବା ବେଳେ ବସ୍‌ ମାଡି ଯାଇଛି। ବସ୍‌ ଜବତ ହୋଇଛି ଏବଂ ଡ୍ରାଇଭର୍‌ଙ୍କୁ ଅଟକ ରଖିଛି ସଦର ଥାନା ପୋଲିସ ପଚରାଉଚରା କରୁଛି । ଘଟଣା କୁ ନେଇ ସ୍ଥାନିଅ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

ଗାଁ ପାଇଁ ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଉପକୃତ ହେବେ ଗ୍ରାମୀଣ ଯୁବକ

ନୂଆଦିଲ୍ଲୀ,୧ା୨: ରବିବାର ପୂର୍ବାହ୍ନରେ ପାର୍ଲାମେଣ୍ଟରେ ବଜେଟ୍‌ ୨୦୨୬-୨୭ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଲଗାତର ୯ମ ଥର ପାଇଁ ବଜେଟ ଆଗତ…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…

ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri