ମୟୂରଭଞ୍ଜ: ୧୩।୭: ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୧୦ ଫୁଟ ଉପରକୁ ଉଡିଲା କାର। ଯାଇଁ ସିଧା ଲାଗିଲା ଜେଶିବିରେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଉଦଳା ନିକଟ ନିର୍ମାଣାଧିନ ଜାମୁଘାଟ ପୋଲ ଉପରେ। ୧୦ ଫୁଟ ଉପରକୁ ଉଡ଼ି JCB ଉପରେ ଝୁଲିଲା କାର୍। ଜୟପୁରରୁ ଉଦଳା ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।


