କାମାକ୍ଷାନଗରରେ ଭୟଙ୍କର ବସ୍‌ ଦୁର୍ଘଟଣା: ୨୦ରୁ ଅଧିକ ଯାତ୍ରୀ ଗୁରୁତର

ଢେଙ୍କାନାଳ,୮।୮: ଢେଙ୍କାନାଳ ଜିଲାର ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣି ନିକଟରେ ରେଙ୍ଗାଲି ଶାଖା କେନାଲରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବା ଫଳରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ଏହି ଘରୋଇ ବସ୍‌ଟି ପରଜଙ୍ଗ ଅଞ୍ଚଳରୁ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ବର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ବସ୍‌ଟି ରାସ୍ତାରୁ ଖସି କେନାଲରେ ଓଲଟି ପଡ଼ିଥିବା ଜଣାପଡ଼ିଛି।
ଖବର ପାଇବା ମାତ୍ରେ କାମାକ୍ଷାନଗର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଆହତ ଯାତ୍ରୀମାନଙ୍କୁ ତୁରନ୍ତ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି, ଯେଉଁଠାରେ ସେମାନଙ୍କର ଚିକିତ୍ସା ଚାଲିଛି।

Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri