ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି ୧୪ ଏଏ ୧୦୪ କୋଇଡାରୁ ରାଉରକେଲା ଅଭିମୁଖେ ଯାଉଥିବା ବେଳେ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଡିଭାଇଡର୍‌ ଡେଇଁ ଅପରପାର୍ଶ୍ୱରୁ କୋଇଡ଼ା ଆସୁଥିବା ଏକ ହାଇଓ୍ବା ଓଡି ୧୪ କେ ୯୨୩୧କୁ ଜୋର୍‌ରେ ଧକ୍କା ଦେଇଥିଲା। ଧକ୍କା ଏତେ ଭୟଙ୍କର ଥିଲା ଯେ, ଉଭୟ ଗାଡ଼ିର କ୍ୟାବିନ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା ଓ ଘଟଣାସ୍ଥଳରେ ବିହାର ରାଜ୍ୟର ଟ୍ରଲର୍‌ ଚାଳକ ସରୋଜ କୁମାରଙ୍କ ମୃତ୍ୟୁ ହୋଇଥିଲା ଓ ହାଇଓ୍ବା ଚାଳକ ଗୁରୁତର ଅବସ୍ଥାରେ ଗାଡ଼ି ଭିତରେ ଫସି ରହିଥିଲା। ଜାତୀୟ ରାଜପଥ କର୍ତ୍ତୃପକ୍ଷ, କେ. ବଲାଙ୍ଗ ପୋଲିସ ଅଧିକାରୀ ଅଶୋକ କୁମାର ବେହେରା ଓ କୋଇଡ଼ା ଅଗ୍ନିଶମ ବାହିନୀ ସହାୟତାରେ ଗାଡ଼ିକୁ କାଟି ଟ୍ରଲର ଚାଳକ ମୃତଦେହ ଓ ହାଇଓ୍ବା ଚାଳକଙ୍କ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ରାଉରକେଲା ସରକାରୀ ହସପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗି ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଇତିହାସ ରଚିଲେ ଇଶାନ କିଷନ

ନୂଆଦିଲ୍ଲୀ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ୫ମ ତଥା ଶେଷ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନ ଶସ୍ତାରେ ଆଉଟ୍ ହେବା ପରେ ବିସ୍ଫୋରକ…

ଗିଡ଼ିପାବାଲି, ଡାଙ୍ଗେଶିରେ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି, ଆହୁରି ୧୧ ଜଣଙ୍କ ପତ୍ତା ଏବେ ବି ମିଳୁନି

ଭଞ୍ଜନଗର,୧ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଇବାଲି ପଞ୍ଚାୟତର ଗିଡ଼ିପାବାଲିରେ ଘଟିଥିବା ଭୂସ୍ଖଳନ ଘଟଣାରେ ରବିବାର ଆଉ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଥିସହ ଗିଡ଼ିପାବାଲି…

ଭଉଣୀ ଘରେ ଛାଡ଼ି ଦେବାକୁ କହି ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର, ୨ ଅଭିଯୁକ୍ତଙ୍କୁ ଗିରଫ କରି…

ମାର୍ଶାଘାଇ,୧ା୧୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଜଣେ ୨୨ ବର୍ଷୀୟା ମାନସିକ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ…

ଦଶପଲ୍ଲାରେ ଚାଞ୍ଚଲ୍ୟ: ୩ ଦିନ ଧରି ନିଖୋଜ ବିରଞ୍ଚିଙ୍କ ମୃତଦେହ ମାଟି ତଳୁ ଉଦ୍ଧାର, ଘଟଣାସ୍ଥଳରେ…

ନୟାଗଡ଼,୧।୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ଟାକରା ପଞ୍ଚାୟତ ଅସନିବେରେଣା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତ ୩ ଦିନ ଧରି ନିଖୋଜ…

ବନ୍ୟା କ୍ଷତ ଶୁଖିନି, ପୁଣି ବାତ୍ୟା ଆଶଙ୍କା, ଅଞ୍ଚଳବାସୀଙ୍କୁ ସତର୍କ କରି ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପାଣି ଘରୁ ନ ଶୁଖୁଣୁ ପୁଣି ୨, ୩ ଓ ୪…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଣପୁର ପୁଅଙ୍କ କମାଲ, ଜିତିଲେ ୩ଟି ସ୍ୱର୍ଣ୍ଣ, ରାୟଗଡ଼ାରେ ହେବ…

ଗୁଣପୁର,୧।୧୧(ସୁଜାତା ପାଢ଼ୀ): ହରିୟାଣାର ଫରିଦାବାଦଠାରେ ରବିବାର ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଣପୁର ‘ମହାବୀର ଏ-୧ ଜିମ୍’ର ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ…

ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଭାଜପା ରାଜ୍ୟ ସଭାପତି

ଛତ୍ରପୁର/ଗଞ୍ଜାମ,୧ା୧୧(ଦିଲ୍ଲୀପ ସାମଲ/ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଥିବାବେଳେ ରବିବାର ଛତ୍ରପୁର ନିର୍ବାଚନମଣ୍ଡଳୀ…

ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?